ETV Bharat / state

ନୟାଗଡ ରାଣୀଙ୍କ ସହ ନାମାଙ୍କନ ଦାଖଲ କଲେ ଇରାନୀ - nayagarh

ନିର୍ବାଚନ ନେଇ ସରଗରମ ରାଜନୀତି। ଏହି ଅବସରରେ ନୟାଗ଼ଡ ବିଧାନସଭା ପାଇଁ ବିଜେପି ପକ୍ଷରୁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ଇରାନୀ ରାୟ । ସେପଟେ କଂଗ୍ରେସ ପକ୍ଷରୁ ପୂର୍ବତନ ବିଧାୟକ ସ୍ୱର୍ଗତ ବଂଶୀଧର ସାହୁଙ୍କ ପୁଅ ମନୋଜ ସାହୁ ପାଇଲେ ଟିକେଟ ।

ଫଟୋ ସୌଜନ୍ୟ: ପ୍ରତିନିଧି, ନୟାଗଡ
author img

By

Published : Mar 29, 2019, 9:40 PM IST

ନୟାଗଡ଼: ନିର୍ବାଚନ ନେଇ ସରଗରମ ରାଜରୀତି। ପ୍ରସ୍ତୁତ ରାଜନୈତିକ ଦଳ । ତେବେ ରାଜନୀତିର ଉଷ୍ଣତା ଏବେ ନୟାଗଡ଼ରେ ଦେଖିବାକୁ ମିଳିଛି । ଆଜି ବିଜେପି ପକ୍ଷରୁ ଇରାନୀ ରାୟ ତାଙ୍କର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।

ଭିଡିଓ ସୌଜନ୍ୟ: ପ୍ରତିନିଧି, ନୟାଗଡ

ନୟାଗଡ଼ ରାଣୀ ପ୍ରତ୍ୟୁଷା ସିଂ ଓ ଇରାନୀ ବାଇକ ରାଲିରେ ଆସି ପ୍ରଥମେ ନୟାଗଡ଼ ରାଜା ହେମେନ୍ଦ୍ର ସିଂଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ପରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଯାଇ ପ୍ରାର୍ଥୀପତ୍ର ଦାଖଲ କରିଥିଲେ । ରାଜପରିବାର ସହଯୋଗ ଓ ନୟାଗଡ଼ ନିର୍ବାଚନ ମଣ୍ଡଳୀର ଜନସାଧାରଣଙ୍କ ସାହାଯ୍ୟରେ ନୟାଗଡରେ ଏଥର ବିଜେପି ଜିତିବ ବୋଲି କହିଛନ୍ତି ଇରାନୀ।

ସେପଟେ କଂଗ୍ରେସରୁ ପୂର୍ବତନ ବିଧାୟକ ସ୍ବର୍ଗତ ବଂଶୀଧର ସାହୁଙ୍କ ପୁଅ ମନୋଜ ସାହୁ ଟିକେଟ ପାଇଛନ୍ତି । ପେସାରେ ଓକିଲ ଥିବା ମନୋଜ କହିଛନ୍ତି, ତାଙ୍କ ବାପାଙ୍କ ଦ୍ବାରା ପ୍ରତିଷ୍ଠା ହୋଇଥିବା ନୟାଗଡ଼ର ଏକମାତ୍ର ଚିନି କଳକୁ ସେ ପୁଣି ଥରେ ଖୋଲିବେ ଓ ଚାଷୀଙ୍କ ଉନ୍ନତି ପାଇଁ ବୃତଙ୍ଗ ଜଳ ଯୋଜନାକୁ କାର୍ଯ୍ୟକାରୀ କରିବେ ବୋଲି କହିଛନ୍ତି ।

ନୟାଗଡରୁ ଉତ୍ପଳ ସାହୁ,ଇଟିଭି ଭାରତ

Intro:Body:

ହାଇଦ୍ରାବାଦ: ନିକଟରେ ଆଲିୟା ଓ ରଣବୀର କପୁର ଏକ ଆୱାର୍ଡ ସେରିମୋନୀରେ ରୋମାଣ୍ଟିକ ଡାନ୍ସ କରି ଖୁଲମଖୁଲା ପ୍ରେମ କରିଛନ୍ତି। ତେବେ ଏହି ପ୍ରେମ ଦେଖି ଆଲିୟାଙ୍କୁ ରଣବୀରଙ୍କ ଅତୀତ ବିଷୟରେ ପଚରାଯାଇଥିଲା କିଛି ପ୍ରଶ୍ନ। ଯାହାର ଉତ୍ତରରେ ଆଲିୟା କିଛି ଏମିତି କହିଛନ୍ତି ଯେ ଆପଣ ଶୁଣିଲେ ଆଲିୟାଙ୍କୁ ଆହୁରି ପସନ୍ଦ କରିବାକୁ ବାଧ୍ୟ ହେବେ।

ରଣବୀରଙ୍କ ଅତୀତକୁ ନେଇ ଆଲିୟା ଚିନ୍ତିତ କି ନୁହେଁର ପ୍ରଶ୍ନରେ ଆଲିୟା କହିଛନ୍ତି ମୁଁ ଏହାକୁ ନେଇ ଚିନ୍ତିତ ନୁହେଁ। ତାପରେ 'ମୁଁ ବି କୋଉ କମ ଅଟେ।' ଏହାପରେ ସେ ରଣବୀରଙ୍କ ପ୍ରଶଂସା କରି ସେ ଜଣେ ମୂଲ୍ୟବାନ ମଣି ମଧ୍ୟ କହିଛନ୍ତି।

ଅୟାନ ମୁଖାର୍ଜୀଙ୍କ ନିର୍ଦ୍ଦେଶିତ ଫିଲ୍ମ 'ବ୍ରହ୍ମାସ୍ତ୍ର'ରେ ଉଭୟ ପ୍ରଥମଥର ପାଇଁ ଏକାଠି ନଜର ଆସୁଥିବାବେଳେ ବୁଲଗେରିୟାରେ ଏହାର ସୁଟିଂବେଳେ ଉଭୟ ପ୍ରେମରେ ପଡିଥିଲେ। ତେବେ ଦିନକୁ ଦିନ ଉଭୟଙ୍କ ସମ୍ପର୍କ ଦୃଢ ହେବାସହ ବ୍ୟକ୍ତିଗତ ଓ କର୍ମମୟ ଜୀବନରେ ଉଭଯ ବେଶ ଖୁସି ବୋଲି କହିଛନ୍ତି। 

ଆଲିୟା ଆହୁରି କହିଛନ୍ତି, ଏହା ଗୋଟିଏ ସମ୍ପର୍କ ନୁହେଁ, ଏହା ବନ୍ଧୁତା। ମୁଁ ଏହା ସମ୍ପୂର୍ଣ୍ଣ ଇମାନଦାରୀର ସହ କହୁଛି। ଏହା ଖୁବ ସୁନ୍ଦର। ମୁଁ ଏବେ ଚାନ୍ଦ,ତାରାରେ ଚାଲୁଛି। ସବୁଠୁ ଶ୍ରେଷ୍ଠ କଥା ହେଲା, ଆମେ ଦୁଇଟି ଭିନ୍ନ ମଣିଷ, ଯିଏକି ନିଜନିଜ କର୍ମମୟ ଜୀବନକୁ ଖୁବ ଉପଭୋଗ କରୁଛୁ। ତେବେ ଆଲିୟା ଏବେ ଫିଲ୍ମ 'କଲଙ୍କ'ର ରିଲିଜର ଅପେକ୍ଷାରେ।

Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.