ETV Bharat / state

ଓଡ଼ଗାଁରେ ୧୦୬ ଭୂମିହୀନଙ୍କୁ ଭୂମି ପ୍ରମାଣପତ୍ର ପ୍ରଦାନ - ୧୦୬ ଭୂମିହୀନଙ୍କୁ ଭୂମି ପ୍ରମାଣପତ୍ର ପ୍ରଦାନ

ଜିଲ୍ଲାରେ 106 ଭୂମିହୀନଙ୍କୁ ଭୂମି ପ୍ରମାଣ ପତ୍ର ପ୍ରଦାନ କରାଯାଇଥିବା ସୂଚନା ମିଳିଛି । ତେବେ ଏହି ପ୍ରମାଣପତ୍ର ଓଡ଼ଗାଁ ଏନଏସି ପକ୍ଷରୁ ପ୍ରଦାନ କରାଯାଇଛି । ଅଧିକ ପଢନ୍ତୁ...

Land certificates gave to 108 landless people in Nayagarh
ଓଡ଼ଗାଁରେ ୧୦୬ ଭୂମିହୀନଙ୍କୁ ଭୂମି ପ୍ରମାଣପତ୍ର ପ୍ରଦାନ
author img

By

Published : Nov 9, 2020, 4:02 PM IST

ନୟାଗଡ: ଜିଲ୍ଲା ଓଡ଼ଗାଁ ଏନଏସି ପକ୍ଷରୁ ଭୂମିହୀନଙ୍କୁ ଭୂମି ପ୍ରମାଣ ପତ୍ର ପ୍ରଦାନ କରାଯାଇଛି । ଜାଗା ମିଶନ ଆନୁକୁଲ୍ୟରେ 106 ଜଣଙ୍କୁ ଏହି ପ୍ରମାଣପତ୍ର ପ୍ରଦାନ କରାଯାଇଥିବା ସୂଚନା ମିଳିଛି ।

ଓଡ଼ଗାଁରେ ୧୦୬ ଭୂମିହୀନଙ୍କୁ ଭୂମି ପ୍ରମାଣପତ୍ର ପ୍ରଦାନ

ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ତଥା କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ଼ଃ ଅରୁଣ କୁମାର ସାହୁ ଯୋଗ ଦେଇ ସହରାଞ୍ଚଳର 106 ଜଣ ବସ୍ତି ବାସିନ୍ଦାଙ୍କୁ ଭୂମି ପ୍ରମାଣପତ୍ର ପ୍ରଦାନ କରିଛନ୍ତି । ଏଥି ସହିତ 70 ଜଣଙ୍କୁ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି l ଏହି କାର୍ଯ୍ୟକ୍ରମ ଏନଏସି ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନାଙ୍କ ତତ୍ତ୍ଵାବଧନରେ ଆୟୋଜିତ ହୋଇଥିବା ବେଳେ କର୍ମଚାରୀମାନେ ସହଯୋଗ କରିଥିଲେ l

କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ମନ୍ତ୍ରୀ ଡ଼ଃ ଅରୁଣ କୁମାର ସାହୁଙ୍କ ସହ ନୟାଗଡ଼ ବିଧାୟକ ତଥା କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ଼ଃ ଅରୁଣ କୁମାର ସାହୁ ଯୋଗ ଦେଇଥିବା ବେଳେ ଅନ୍ୟତମ ଅତିଥି ଭାବେ ଜିଲ୍ଲାପାଳ ଡଃ ପୋମା ଟୁଡୁ, ତହସିଲଦାର ବିଜେୟୀତା ସାମନ୍ତସିଂହାର ଯୋଗ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଏହି ରାଜନେତା ଲୋକନାଥ ସାହୁ, ବିଭୁପ୍ରସାଦ ସାହୁ ଉପସ୍ଥିତ ଥିଲେ ।

ନୟାଗଡ଼ରୁ ଜୟେନ୍ଦ୍ର ବେହେରା, ଇଟିଭି ଭାରତ

For All Latest Updates

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.