ETV Bharat / state

ବିଦ୍ୟୁତ୍ ଆଘାତରେ ଯୁବକ ମୃତ

ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ଅନ୍ତର୍ଗତ ମହିପୁର ରାମଚଣ୍ଡୀ ମନ୍ଦିର ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l ଗତକାଲି ନୂଆ କରି ଆରମ୍ଭ ହୋଇଥିବା ଏକ ପ୍ଲାଏ ଦୋକାନରେ ବିଦ୍ୟୁତ୍ ସଟ୍ ସର୍କିଟ ଯୋଗୁଁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ଅଧିକ ପଢନ୍ତୁ...

author img

By

Published : Nov 12, 2020, 9:27 PM IST

man-death-in-electri-shock
ବିଦ୍ୟୁତ୍ ଆଘାତରେ ଯୁବକ ମୃତ

ନୟାଗଡ଼: ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ଅନ୍ତର୍ଗତ ମହିପୁର ରାମଚଣ୍ଡୀ ମନ୍ଦିର ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l ଗତକାଲି ନୂଆ କରି ଆରମ୍ଭ ହୋଇଥିବା ଏକ ପ୍ଲାଏ ଦୋକାନରେ ବିଦ୍ୟୁତ୍ ସଟ୍ ସର୍କିଟ ଯୋଗୁଁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି ।

ବିଦ୍ୟୁତ୍ ଆଘାତରେ ଯୁବକ ମୃତ

ଯୁବକ ଜଣଙ୍କ ହେଲେ ଖୋଷାକଟା ଗ୍ରାମର ପଦ୍ମଲୋଚନ ସାହୁ l କୌଣସି କାରଣରୁ ଦୋକାନର ସଟରଟି ଚାର୍ଜ ହୋଇଯାଇଥିଲା । ଫଳରେ ଏହାକୁ ଖୋଲିବା ସମୟରେ ଆଘାତ ପ୍ରାପ୍ତ ହୋଇ ଯୁବକଙ୍କ ମୃତ୍ୟୁ ଘଟିଛି ।

ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହୋଇଥିବାବେଳେ କ୍ଷତି ପୂରଣ ଦାବିରେ ସ୍ଥାନୀୟ ଲୋକେ ରାସ୍ତାକୁ ଓହ୍ଲାଇଥିଲେ l ଘଟଣାସ୍ଥଳରେ ନୂଆଗାଁ ପୋଲିସ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିଛି ।

ଯୁବକଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି ।

ନୟାଗଡ଼ରୁ ଜୟେନ୍ଦ୍ର ବେହେରା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.