ନୟାଗଡ଼: ସଦର ଥାନା ଅନ୍ତର୍ଗତ ବାଲୁଗାଁ ପଞ୍ଚାୟତ ପାଣିପୋଇଲା ଜଙ୍ଗଲରୁ ଜଣେ ଅଜଣା ମହିଳାଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି । ଶେଷ ଖବର ସୁଦ୍ଧା ତାଙ୍କର ପରିଚୟ ମିଳିନଥିବା ବେଳେ ତାଙ୍କୁ କେହି ହତ୍ୟା କରି ଏଠାରେ ଫିଙ୍ଗି ଦେଇଥିବା ଜଣାପଡ଼ିଛି ।
ନୟାଗଡ଼ରୁ ଉତ୍ପଳ କୁମାର ସାହୁ, ଇଟିଭି ଭାରତ