ETV Bharat / state

ବର୍ଷାରେ ବେହାଲ ନୂଆପଡା: ଶିକ୍ଷାନୁଷ୍ଠାନ ବନ୍ଦ

author img

By

Published : Aug 13, 2019, 12:42 PM IST

ନୂଆପଡା ଜିଲ୍ଳାରେ ପ୍ରବଳରୁ ଅତି ପ୍ରବଳ ଲଗାଣ ବର୍ଷା ଲାଗିରହିଛି । ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ ଆଜି ଗୋଟିଏ ଦିନପାଇଁ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ କଲେଜ ଛୁଟି ଘୋଷଣା କରାଯାଇଛି ।

ଫଟୋ ସୌଜନ୍ୟ- ପ୍ରତିନିଧି, ନୂଆପଡା

ନୂଆପଡା: ଜିଲ୍ଳାରେ ପ୍ରବଳରୁ ଅତି ପ୍ରବଳ ଲଗାଣ ବର୍ଷା ଲାଗିରହିଛି । ତଳିଆ ଅଞ୍ଚଳ ଜଳମଗ୍ନ ହୋଇଥିବା ବେଳେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ ସତର୍କ କରିଦିଆଯାଇଛି। ଘରୁ ପଦାକୁ କେହି ନବାହାରିବାକୁ ସଚେତନତା ସୃଷ୍ଟି କରାଯାଇଛି ।

ଭିଡିଓ ସୌଜନ୍ୟ- ପ୍ରତିନିଧି, ନୂଆପଡା

ବର୍ଷାକୁ ଦୃଷ୍ଟିରେ ରଖି ନୂଆପଡା ଜିଲ୍ଲାପାଳ ମଧୁସ୍ମିତା ସାହୁଙ୍କ ନିର୍ଦ୍ଦେଶ କ୍ରମେ ଆଜି ଗୋଟିଏ ଦିନପାଇଁ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ କଲେଜ ଛୁଟି ଘୋଷଣା କରାଯାଇଛି । ଏନେଇ କିଛି ଛାତ୍ରଛାତ୍ରୀଙ୍କ ପ୍ରତିକ୍ରିୟା ନେଇଛନ୍ତି ଆମ ପ୍ରତିନିଧି ।

ନୂଆପଡାରୁ ମୋତିଲାଲ ବାଗ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.