ETV Bharat / state

ବ୍ରିଜ ତଳକୁ ଖସିଲା କୋଇଲା ବୋଝେଇ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର

ନୂଆପଡା ଜିଲ୍ଲା କୋମନା ବ୍ଲକ ନିକଟରେ ଛତିଶଗଡ ରାୟପୁର ଅଭିମୁଖେ ଯାଉଥିବା କୋଇଲା ବୋଝେଇ ଟ୍ରକ ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସିପଡିଲା । ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର ଓ ହେଲପର । ଅଧିକ ପଢନ୍ତୁ...

author img

By

Published : Jul 14, 2020, 9:55 PM IST

ବ୍ରିଜ ତଳକୁ ଖସିଲା କୋଇଲା ବୋଝେଇ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର
ବ୍ରିଜ ତଳକୁ ଖସିଲା କୋଇଲା ବୋଝେଇ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର

ନୂଆପଡା: କୋଇଲା ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ । ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର ଓ ହେଲପର । ଛତିଶଗଡ ରାୟପୁର ଅଭିମୁଖେ ଯାଉଥିବାବେଳେ ଦୁର୍ଘଟଣା ହୋଇଛି ।

ନୂଆପଡା ଜିଲ୍ଲା କୋମନା ବ୍ଲକ ଅନ୍ତର୍ଗତ ଉଦ୍ୟାନ ବନ୍ଧ ନିକଟସ୍ଥ 353 ଜାତୀୟ ରାଜପଥ ଉପରେ ଏକ କୋଇଲା ବୋଝେଇ ଟ୍ରକ ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡିଛି । ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଥିବାବେଳେ କୋଇଲା ସବୁ ନଷ୍ଟ ହୋଇଯାଇଛି ।

ସୂଚନାଅନୁଯାୟୀ ସୋମବାର ଅପରାହ୍ନରେ ଏକ କୋଇଲା ବୋଝେଇ ଟ୍ରକ ଖଡ଼ିଆଳ ସହର ଦେଇ ଛତିଶଗଡ଼ ରାୟପୁର ଅଭିମୁଖେ ଯାଉଥିଲା । ଟ୍ରକ ବ୍ରେକ ଫେଲ ହେବା କାରଣରୁ ଭାରସାମ୍ୟ ହରାଇ ଓଲଟି ପଡିଥିବା ଜଣାପଡିଛି । ଯାହାଫଳରେ ଟ୍ରକ ଦୁର୍ଘଟଣା ହୋଇଥିବା କୁହାଯାଉଛି ।

ନୂଆପଡାରୁ ମୋତିଲାଲ ବାଗ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.