ETV Bharat / state

ଖଡ଼ିଆଳରେ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଜାରି, ଘଟଣାସ୍ଥଳରେ ୧୪୪ ଧାରା

author img

By

Published : Apr 6, 2022, 12:49 PM IST

ନୂଆପଡା ଖଡ଼ିଆଳ 353 ଜାତୀୟ ରାଜପଥ ମିଶନ ହସ୍ପିଟାଲ ଠାରୁ ଆମ୍ବେଦକର ଛକ ପର୍ଯ୍ୟନ୍ତ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଯାଇଛି । ଅଧିକ ପଢନ୍ତୁ

ଖଡ଼ିଆଳରେ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଜାରି; ଘଟଣାସ୍ଥଳରେ ୧୪୪ ଧାରା ବଳବତ୍ତର

ନୂଆପଡା: ପ୍ରମୁଖ ସହର ଖଡ଼ିଆଳ 353 ଜାତୀୟ ରାଜପଥ ମିଶନ ହସ୍ପିଟାଲ ଠାରୁ ଆମ୍ବେଦକର ଛକ ପର୍ଯ୍ୟନ୍ତ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଯାଇଛି । ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଆଜି(ବୁଧବାର) ନୂଆପଡା ଜିଲ୍ଲା ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ କାମ ଆରମ୍ଭ ହୋଇଯାଇଛି ।

ଏନେଇ ସକାଳ 6 ଘଣ୍ଟାରୁ ସନ୍ଧ୍ୟା 6 ଘଣ୍ଟା ପର୍ଯ୍ୟନ୍ତ 144 ଧାରାକୁ ବଳବତ୍ତର ରହିଛି । ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ 2 ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି । ଘଟଣାସ୍ଥଳରେ ଉପଜିଲ୍ଲାପାଳ, ଖଡ଼ିଆଳ ତହସିଲଦାର, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଓ ଖଡ଼ିଆଳ ଏସଡିପିଓଙ୍କ ସମେତ ବହୁ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ରହିଛନ୍ତି।

ନୂଆପଡାରୁ ମୋତିଲାଲ ବାଗ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.