ETV Bharat / state

CM Puri Visit: ପ୍ରସ୍ତୁତି ସମୀକ୍ଷା କଲେ 5ଟି ସଚିବ

author img

By

Published : Nov 22, 2021, 7:07 PM IST

ଆସନ୍ତା ୨୪ ତାରିଖରେ ପୁରୀ ଗସ୍ତରେ ଆସିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଏହା ପୂର୍ବରୁ ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ୫ଟି ସଚିବ ଭି.କେ ପାଣ୍ଡିଆନ ପୁରୀରେ ପହଞ୍ଚିଛନ୍ତି । ଅଧିକ ପଢନ୍ତୁ

CM puri visit
CM puri visit

ପୁରୀ: ଆସନ୍ତା ୨୪ ତାରିଖରେ ପୁରୀ ଗସ୍ତରେ ଆସିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଏହା ପୂର୍ବରୁ ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ୫ଟି ସଚିବ ଭି.କେ ପାଣ୍ଡିଆନ ପୁରୀରେ ପହଞ୍ଚିଛନ୍ତି ।

CM puri visit

ପ୍ରଥମେ ଶ୍ରୀମନ୍ଦିର ଯାଇ ରତ୍ନସିଂହାସନରେ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରିବା ପରେ ଉତ୍ତର ଦ୍ଵାର ନିକଟ ଐଶାନ୍ୟ କୋଣରେ ଚାଲିଥିବା ଯଜ୍ଞ ସ୍ଥଳ, ସଭା ସ୍ଥଳ ଓ ଶିଳାନ୍ୟାସ ସ୍ଥଳ ବୁଲି ଦେଖିଥିଲେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରୀଷନ କୁମାର, ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କନ୍ବର ବିଶାଳ ସିଂ ସମସ୍ତ ପ୍ରସ୍ତୁତି ବିଷୟରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବଙ୍କୁ ଅବଗତ କରାଇଥିଲେ ।‌

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.