ETV Bharat / state

ଶ୍ରୀଜିଉଙ୍କ ଦର୍ଶନ କଲେ 5T ସଚିବ - ଶ୍ରୀଜିଉଙ୍କ ଦର୍ଶନ କଲେ 5T ସଚିବ

ମହାପ୍ରଭୁଙ୍କ ଦର୍ଶନ କଲେ 5T ସଚିବ ଭିକେ ପାଣ୍ଡିଆନ । ନିଜ ପତ୍ନୀ ସୁଜାତା କାର୍ତ୍ତିକେୟନଙ୍କ ସହ ପୁରୀ ଗସ୍ତରେ ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ଅଧିକ ପଢ଼ନ୍ତୁ

5T secretary visits puri
ଶ୍ରୀଜିଉଙ୍କ ଦର୍ଶନ କଲେ 5T ସଚିବ
author img

By

Published : Feb 19, 2022, 1:28 PM IST

ପୁରୀ: ମହାପ୍ରଭୁଙ୍କ ଦର୍ଶନ କଲେ 5T ସଚିବ ଭିକେ ପାଣ୍ଡିଆନ । ନିଜ ପତ୍ନୀ ସୁଜାତା କାର୍ତ୍ତିକେୟନଙ୍କ ସହ ପୁରୀ ଗସ୍ତରେ ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ଦର୍ଶନ ପରେ ଶ୍ରୀମନ୍ଦିର ପରିସରରେ ଥିବା ଦେବାଦେବୀଙ୍କ ମନ୍ଦିର ବୁଲିବା ସହ ବେଢ଼ା ପରିକ୍ରମା କରିଥିଲେ।

ଶ୍ରୀଜିଉଙ୍କ ଦର୍ଶନ କଲେ 5T ସଚିବ

ଶ୍ରୀମନ୍ଦିର ଚତୁଃପାର୍ଶ୍ବ ଉନ୍ନତିକରଣ କାର୍ଯ୍ୟ ସମ୍ପର୍କରେ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ 5T ସଚିବ । ତେବେ ପ୍ରତି ଶନିବାର 5T ସଚିବ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଶ୍ରୀମନ୍ଦିର ପରିକ୍ରମା କରିଥାନ୍ତି ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.