ETV Bharat / state

ପୁରୀରୁ 77 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

author img

By

Published : Nov 8, 2020, 8:50 PM IST

ଗତ 24 ଘଣ୍ଟାରେ ପୁରୀରୁ 77 ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଅଧିକ ପଢନ୍ତୁ...

ପୁରୀରୁ 77 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ
ପୁରୀରୁ 77 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ପୁରୀ: ଦିନକୁ ଦିନ ରାଜ୍ୟରେ କୋରୋନା ମାମଲା ହ୍ରାସ ପାଉଛି । ଗତ 24 ଘଣ୍ଟାରେ ପୁରୀରୁ 77 ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 12,987ରେ ପହଞ୍ଚିଛି ।

ପୁରୀରୁ 77 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ
ପୁରୀରୁ 77 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ 12300 ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ 539 ଆକ୍ରାନ୍ତ ଏବେବି ଚିକିତ୍ସାଧୀନ ଅଛନ୍ତି । ଏହାଛଡା ଜିଲ୍ଲାରେ ଏଯାବତ୍ 87 ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ତେବେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ 1 ଲକ୍ଷ 40 ହଜାର 908ଟି ସାମ୍ପୁଲ ସଂଗ୍ରହ କରାଯାଇ ପରୀକ୍ଷା ହୋଇଛି ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.