ବ୍ରହ୍ମଗିରି: ଜଙ୍ଗଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର । ବ୍ରହ୍ମଗିରି ଥାନା ଅନ୍ତର୍ଗତ ସାହାଜନପୁର ଗ୍ରାମ ନିକଟରେ ଥିବା କଳାବନ୍ତ ଜଙ୍ଗଲରୁ ଏକ ଅଚିହ୍ନା ମହିଳାଙ୍କ ମୃତଦେହ ଠାବ ହୋଇଛି ।

ସ୍ଥାନୀୟ ଲୋକେ ଜଙ୍ଗଲକୁ ଯାଇଥିବା ବେଳେ ଏକ ମୃତଦେହ ପଡିଥିବା ଦେଖି ପୋଲିସକୁ ଖବର ଦେଇଥିଲେ । ଏପଟେ ଖବର ଲେଖା ହେବା ସୁଦ୍ଧା ପୋଲିସ ପହଞ୍ଚି ନଥିବା ଜଣାପଡ଼ିଛି ।
ବ୍ରହ୍ମଗିରିରୁ ଦେବାଶିଷ ଦାସ, ଇଟିଭି ଭାରତ