ETV Bharat / state

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ - ବନ୍ଦ ରହିବ ସାଧାରଣ ଦର୍ଶନ

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି । ଏଥିପାଇଁ ଅପରାହ୍ନ .୫.୦୦ ଟାରୁ ରାତ୍ର ୧୦.୦୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ଅଧିକ ପଢନ୍ତୁ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକ ଲାଗି ନୀତି, 4ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

author img

By

Published : Oct 18, 2022, 9:13 AM IST

Updated : Oct 18, 2022, 11:09 AM IST

ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକ ଲାଗି ନୀତି । ଏଥିପାଇଁ ସଂଧ୍ୟା ୫ଟା ରୁ ୧୦ ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ । ଏହା ଏକ ଗୁପ୍ତ ନୀତି ହୋଇ ଥିବାରୁ ସାଧାରଣ ଦର୍ଶନ ବନ୍ଦ ରହିଥାଏ ।

ସୂଚନା ଅନୁଯାୟୀ, ଆଜି ପବିତ୍ର କାର୍ତ୍ତିକ କୃଷ୍ଣ ନବମୀ ତିଥି । ଏନେଇ ଶ୍ରୀମନ୍ଦିରରେ ଶ୍ରୀ ବିଗ୍ରହମାନଙ୍କର ଆଜି ବନକ ଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ବିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ବନ୍ଦ ରହିବ ସାଧାରଣ ଦର୍ଶନ ।

ଇଟିଭି ଭାରତ, ପୁରୀ

Last Updated : Oct 18, 2022, 11:09 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.