ETV Bharat / state

ଆଜି ଶ୍ରୀଜୀଉଙ୍କ ବନକ ଲାଗି ନୀତି, 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ - Banakalagi niti

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି । ଏଥିପାଇଁ ଅପରାହ୍ନ 4 ଟା ରୁ ରାତି 8ଟାଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ।

ଫାଇଲ ଫଟୋ
author img

By

Published : Nov 13, 2019, 8:55 AM IST

Updated : Nov 13, 2019, 10:45 AM IST

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଅପରାହ୍ନ 4ଟା ରୁ ରାତି 8ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ଆଜି ଶ୍ରୀଜୀଉଙ୍କ ବନକ ଲାଗି ନୀତି

ମହାପ୍ରଭୁଙ୍କର ଏହା ଏକ ଗୁପ୍ତ ନୀତି ହୋଇଥିବାରୁ 4 ଘଣ୍ଟା ଦର୍ଶନ ବନ୍ଦ ରହିବ । ମହାପ୍ରଭୁଙ୍କ ଦ୍ବିତୀୟ ଭୋଗ ମଣ୍ଡପ ଶେଷ ପରେ ଏହି ନୀତି ଅନୁଷ୍ଠିତ ହେବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ଲୋକ ସମ୍ପର୍କ ଅଧିକାରୀ କହିଛନ୍ତି ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

Intro:ବନକ ଲାଗି ନୀତି Body:ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି। ଏଥିପାଇଁ ସାଧାରଣ ଦର୍ଶନ 4 ଘଣ୍ଟା ବନ୍ଦ ରହିବ। ଅପରାହ୍ନ 4 ଟା ରୁ ରାତି 8 ଯାଏଁ 4 ଘଣ୍ଟା ଦର୍ଶନ ବନ୍ଦ ରହିବ। ଏହି ସମୟ ରେ ମହାପ୍ରଭୁଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇ ଥିବାରୁ ଦର୍ଶନ ବନ୍ଦ ରହିବ। ମହାପ୍ରଭୁଙ୍କ ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ପରେ ଏହି ନୀତି ଅନୁଷ୍ଠିତ ହେବ ବୋଲୀ ଶ୍ରୀମନ୍ଦିର କାର୍ଯ୍ୟଳୟ ଲୋକ ସମ୍ପର୍କ ଅଧିକାରୀ କହିଛନ୍ତି।Conclusion:
Last Updated : Nov 13, 2019, 10:45 AM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.