ETV Bharat / state

ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

author img

By

Published : Jun 21, 2022, 5:19 PM IST

ବ୍ରହ୍ମଗିରି ଥାନା ଅନ୍ତର୍ଗତ ଖିଲକଣ୍ଟିଆ ରାସ୍ତା ବିନାୟକନଗର ଜନୈକ ବ୍ୟକ୍ତିଙ୍କ ବାରିରେ ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର । ଅଧିକ ପଢନ୍ତୁ

body of the young man was found hanging
ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତ ଦେହ ଉଦ୍ଧାର

ବ୍ରହ୍ମଗିରି: ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତ ଦେହ ଉଦ୍ଧାର। ମୃତ ଯୁବକ ହେଲେ ପୁରୀ ଚୁଡଙ୍ଗ ସାହିର କାହ୍ନୁ ସ୍ୱାଇଁ।ବ୍ରହ୍ମଗିରି ଥାନା ଅନ୍ତର୍ଗତ ଖିଲକଣ୍ଟିଆ ରାସ୍ତା ବିନାୟକନଗର ଜନୈକ ବ୍ୟକ୍ତିଙ୍କ ବାରିରେ ଥିବା ଆମ୍ବ ଗଛରେ ଝୁଲୁଥିବା ସକାଳୁ ଦେଖିବାକୁ ମିଳିଥିଲା।

ଭାଇକୁ ହତ୍ୟା କରାଯାଇଥିବା ମୃତ ଯୁବକଙ୍କ ଭାଇ ଅଭିଯୋଗ କରୁଥିବା ବେଳେ ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।ଏଥି ସହ 3 ଜଣଙ୍କୁ ଅଟକ ରଖି ପଚରା ଉଚରା କରୁଛି।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.