ETV Bharat / state

ରଥଯାତ୍ରା: ନବୀନ-ଧର୍ମେନ୍ଦ୍ର ଜଣାଇଲେ ଶୁଭେଚ୍ଛା

ପବିତ୍ର ରଥଯାତ୍ରା ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମନ୍ଦ୍ର ପ୍ରଧାନ ।

ଫାଇଲ ଫଟୋ
author img

By

Published : Jul 4, 2019, 11:05 AM IST

Updated : Jul 4, 2019, 3:20 PM IST

ପୁରୀ: ଆଜି ଶ୍ରୀକ୍ଷେତ୍ରରେ ଶ୍ରୀଜୀଉଙ୍କ ଘୋଷଯାତ୍ରା । ଚଳଚଞ୍ଚଳ ବଡଦାଣ୍ଡ । ରଥାରୂଢ ହେଲେ ଚତୁର୍ଦ୍ଧାମୂର୍ତ୍ତି । ଏପଟେ ପବିତ୍ର ରଥଯାତ୍ରା ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମନ୍ଦ୍ର ପ୍ରଧାନ ।

ସାରା ବିଶ୍ବର ସମସ୍ତ ଜଗନ୍ନାଥ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ । ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କୃପାରୁ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରି ଯାଉ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

puri
ଫଟୋ ସୌଜନ୍ୟ: ସୋସିଆଲମିଡିଆ/ଟ୍ବିଟର@@Naveen_Odisha

ସେହିପରି ପବିତ୍ର ରଥଯାତ୍ରା ଅବସରରେ ଓଡିଶାର ସମସ୍ତ ଭାଇ ଭଉଣୀମାନଙ୍କୁ ମୋର ଶୁଭେଚ୍ଛା ବୋଲି ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ୧୩୦ କୋଟି ଭାରତୀୟ ତଥା ସାଢେ ୪ କୋଟି ଓଡିଆଙ୍କ ଉପରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଆଶୀର୍ବାଦ ଅଛି ଓ ଆଗକୁ ମଧ୍ୟ ରହିବ,ଏହା ମୋର ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ କାମନା । ମହାପ୍ରଭୁଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନ କୁସୁମିତ ହେଉ ।

puri
ଫଟୋ ସୌଜନ୍ୟ: ସୋସିଆଲମିଡିଆ/ଟ୍ବିଟର@@dpradhanbjp

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

Intro:Body:

BLANK

Conclusion:
Last Updated : Jul 4, 2019, 3:20 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.