ETV Bharat / state

ଶ୍ରୀମନ୍ଦିର ଉପରେ ଉଡିଲା ଡ୍ରୋନ, ସୁରକ୍ଷା ନେଇ ପ୍ରଶ୍ନବାଚୀ - ପୁଣି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ନେଇ ପ୍ରଶ୍ନବାଚୀ

ପୁଣି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଜଣେ ୟୁଟ୍ୟୁବର ନିଜ ୟୁଟ୍ୟୁବରେ ଶ୍ରୀମନ୍ଦିରର ଡ୍ରୋନସଟ ଭିଡିଓ ଭାଇରାଲ କରିଛନ୍ତି । ଅଧିକ ପଢ଼ନ୍ତୁ

drone flew over the srimandir
ଶ୍ରୀମନ୍ଦିର ଉପରେ ଉଡିଲା ଡ୍ରୋନ, ସୁରକ୍ଷା ନେଇ ପ୍ରଶ୍ନବାଚୀ
author img

By

Published : Dec 3, 2022, 4:08 PM IST

Updated : Dec 3, 2022, 5:12 PM IST

ପୁରୀ: ଶ୍ରୀମନ୍ଦିର ଉପରେ ଉଡିଲା ଡ୍ରୋନ । ୟୁଟ୍ୟୁବରେ ଭାଇରାଲ ହେଲା ଡ୍ରୋନରେ ନିଆଯାଇଥିବା ଶ୍ରୀମନ୍ଦିରର ଭିଡିଓ । ଜଣେ ୟୁଟ୍ୟୁବର ନିଜ ୟୁଟ୍ୟୁବରେ ଭିଡିଓ ଅପଲୋଡ଼ କରି ଭାଇରାଲ କରିଛନ୍ତି । ଏହି ଭିଡିଓ ଭାଇରାଲ ହେବାପରେ ପୁଣି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

ଶ୍ରୀମନ୍ଦିର ଉପରେ ଉଡିଲା ଡ୍ରୋନ, ସୁରକ୍ଷା ନେଇ ପ୍ରଶ୍ନବାଚୀ

ୟୁନିଫାଏଡ୍ ନାମକ ଏକ ୟୁଟ୍ୟୁବ ଚ୍ୟାନେଲରେ ଶ୍ରୀମନ୍ଦିରର ଡ୍ରୋନ ସଟ୍ ଭିଡିଓ ଅପଲୋଡ଼ ହୋଇଛି। ଭିଡିଓର ପ୍ରତି ଆଙ୍ଗେଲ୍ ପିଛା ୨୦ ହଜାର ଟଙ୍କା ସମ୍ପୃକ୍ତ ୟୁଟ୍ୟୁବର ଦାବି କରୁଥିବା ନେଇ ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି।‌ ତେବେ ଶ୍ରୀମନ୍ଦିରର ସୁରକ୍ଷା ବ୍ୟବସ୍ଥାରେ ମାଳମାଳ ପୋଲିସ ଅଧିକାରୀ ଥିବାବେଳେ ସୁରକ୍ଷା ବ୍ୟବସ୍ଥା ପ୍ରତି ଦୃଷ୍ଟି ନ ଦେବା ଭକ୍ତ ଓ ସେବାୟତ ମହଲରେ ଅସନ୍ତୋଷ ସୃଷ୍ଟି ହୋଇଛି ।

ଡ୍ରୋନରେ ଆଜିକାଲି ଅନେକ ଆକ୍ରମଣ, ଯୁଦ୍ଧ ହେଉ ଥିବା ଘଟଣା ସାମ୍ନାକୁ ଆସିଛି । ଏହି କ୍ରମରେ ଶ୍ରୀମନ୍ଦିର ସୁରକ୍ଷା ପ୍ରତି ପୋଲିସ ଗୁରୁତ୍ଵ ନ ଦେବା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । ତୁରନ୍ତ ଶ୍ରୀମନ୍ଦିର ଉପରେ ନୋ ଫ୍ଲାଇଂ (no flying) ଜୋନ କରିବାକୁ ଦାବି ହୋଇଛି ।

ଇଟିଭି ଭାରତ, ପୁରୀ

Last Updated : Dec 3, 2022, 5:12 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.