ETV Bharat / state

ମହାପ୍ରଭୁଙ୍କୁ ଦର୍ଶନ କଲେ ରାଜ୍ୟପାଳ ଗଣେଶୀ ଲାଲ

ପୁରୀରେ ମହାପ୍ରଭୁଙ୍କୁ ଦର୍ଶନ ପରେ ବାତ୍ୟା ଫନିରେ କ୍ଷୟକ୍ଷତି ହୋଇଥିବା ଜଗନ୍ନାଥ ସଂସ୍କୃତ ବିଶ୍ବ ବିଦ୍ୟାଳୟର ଅନୁଧ୍ୟାନ କରିଛନ୍ତି ରାଜ୍ୟପାଳ ।

ଫଟୋ ସୌଜନ୍ୟ : ସମ୍ବାଦଦାତା,ପୁରୀ
author img

By

Published : Jun 8, 2019, 8:32 PM IST

ପୁରୀ: ଶ୍ରୀମନ୍ଦିରରେ ଶନିବାର ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ । ଦର୍ଶନ ସାରି ସେ ଜଗନ୍ନାଥ ସଂସ୍କୃତ ବିଶ୍ବବିଦ୍ୟାଳୟ ଯାଇଥିଲେ । ବାତ୍ୟା ଯୋଗୁଁ ବିଶ୍ବ ବିଦ୍ୟାଳୟର ହୋଇଥିବା କ୍ଷୟକ୍ଷତିର ଅନୁଧ୍ୟାନ କରିଛନ୍ତି । ବିଶ୍ବ ବିଦ୍ୟାଳୟର କୂଳପତି, ପିଜି କାଉନସିଲ ଚେୟାରମ୍ୟାନ ବିଶ୍ବ ବିଦ୍ୟାଳୟର ହୋଇଥିବା କ୍ଷତି ସମ୍ପର୍କରେ ରାଜ୍ୟପାଳଙ୍କୁ ଅବଗତ କରାଇଥିଲେ ।

ଭିଡିଓ ସୌଜନ୍ୟ : ସମ୍ବାଦଦାତା,ପୁରୀ

ତେବେ ଜଗନ୍ନାଥ ସଂସ୍କୃତ ବିଶ୍ବ ବିଦ୍ୟାଳୟର ବ୍ୟାପକ କ୍ଷତି ଘଟିଥିବା ରାଜ୍ୟପାଳ ଗଣେଶୀ ଲାଲ କହିଛନ୍ତି । ଏହି ସମୟରେ ବିଶ୍ବବିଦ୍ୟାଳୟର ଶୈକ୍ଷିକ ବାତାବରଣ ଫେରାଇ ଆଣିବାକୁ ବିଶ୍ବବିଦ୍ୟାଳୟର ସମସ୍ତ କର୍ମଚାରୀ, ଛାତ୍ରଛାତ୍ରୀଙ୍କୁ ଏକଜୁଟ ହେବାକୁ ରାଜ୍ୟପାଳ ପରାମର୍ଶ ଦେଇଥିଲେ ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

Intro:Body:Conclusion:

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.