ETV Bharat / state

ଆସନ୍ତାକାଲିଠୁ ଆରମ୍ଭ ହେବ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାର୍ତ୍ତିକ ନୀତି - puri news

ଆଶ୍ବିନ ଶୁକ୍ଳପକ୍ଷ ଏକାଦଶୀ ଅର୍ଥାତ୍ ମଙ୍ଗଳବାରଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ଆରମ୍ଭ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡାନ୍ତି ହୋଇଛି । ଅଧିକ ପଢନ୍ତୁ...

ଆସନ୍ତାକାଲିଠୁ ଆରମ୍ଭ ହେବ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାର୍ତ୍ତିକ ନୀତି

author img

By

Published : Oct 26, 2020, 1:49 PM IST

ପୁରୀ: ଆଶ୍ବିନ ଶୁକ୍ଳପକ୍ଷ ଏକାଦଶୀ ଅର୍ଥାତ୍ ମଙ୍ଗଳବାରଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ଆରମ୍ଭ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡାନ୍ତି ହୋଇଛି । ସମସ୍ତ ସେବାୟତଙ୍କ ମଧ୍ୟରେ ସହଯୋଗ ରଖି ମହାପ୍ରଭୁଙ୍କ ନୀତିକାନ୍ତି ସୁରୁଖୁରରୁରେ ସମ୍ପାଦନ କରାଯିବ । ଶ୍ରୀମନ୍ଦିର ପ୍ରଶାସକ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ଆସନ୍ତାକାଲିଠୁ ଆରମ୍ଭ ହେବ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାର୍ତ୍ତିକ ନୀତି
ଆସନ୍ତାକାଲିଠୁ ଆରମ୍ଭ ହେବ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାର୍ତ୍ତିକ ନୀତି
ଆସନ୍ତାକାଲିଠୁ ଆରମ୍ଭ ହେବ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାର୍ତ୍ତିକ ନୀତି

ମଙ୍ଗଳବାର ଭୋର 4ଟାରେ ଦ୍ବାରଫିଟା, ପରେ ମଙ୍ଗଳଆଳତୀ, ମଇଲମ, ତଡପଲାଗି, ଅବକାଶ ପରେ ରାଧାଦାମୋଦର ବେଶ, ଗୋପାଳବଲ୍ଲଭ, ସକାଳ ଧୂପ, ବାଳ ଧୂପ, ଭୋଗମଣ୍ଡପ, ମଧ୍ୟାହ୍ନ ଧୂପ ପରେ ଦ୍ବିତୀୟ ଭୋଗ ମଣ୍ଡପ ପରେ ଦିବା ପହୁଡ ଏବଂ ସନ୍ଧ୍ୟା ଆରତୀ, ସନ୍ଧ୍ୟା ଧୂପ, ବଡ ସିଂହାର ବେଶ ଆଦି ନୀତି କରାଯିବ । ଆଗାମୀ 25 ତାରିଖରେ ପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ, 26ରେ ବାଙ୍କ ଚୂଡାବେଶ, 27ରେ ନାଗାର୍ଜୁନ ବେଶ, 28ରେ ତ୍ରିବିକ୍ରମବେଶ, 29ରେ ଲକ୍ଷ୍ମୀନୃସିଂହ ବେଶ ଏବଂ ଶେଷରେ ୩୦ରେ ରାଜାଧିରାଜ ବେଶ ଅନୁଷ୍ଠିତ ହେବ ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.