ETV Bharat / state

ଆଫ୍ରିକା କିଲିମାଞ୍ଜାରୋ ଶୃଙ୍ଗରେ ନାଗାର୍ଜୁନ ବେଶ ପଟ୍ଟଚିତ୍ର ପ୍ରଦର୍ଶନ କଲେ ଓଡିଆ ପୁଅ

author img

By

Published : Jun 10, 2022, 9:22 AM IST

Updated : Jun 10, 2022, 12:45 PM IST

ପୁରୀ ରଘୁରାଜପୁରର ଯୁବ ପର୍ବାତାରୋହୀ ଚିନ୍ମୟ ମହାରଣା ସାଉଥ୍ ଆଫ୍ରିକାର କିଲିମାଞ୍ଜାରୋ ପର୍ବତ ଶୃଙ୍ଗ ଆରୋହଣ କରି ମହାପ୍ରଭୁ ଜଗନ୍ନାଥଙ୍କ ନାଗାର୍ଜ୍ଜୁନ ବେଶର ପଟ୍ଟଚିତ୍ର ପ୍ରଦର୍ଶନ କରିଛନ୍ତି । ଅଧିକ ପଢନ୍ତୁ

ଆଫ୍ରିକାର କିଲିମାଞାର ପର୍ବତ ଶୃଙ୍ଗରେ ନାଗାର୍ଜୁନ ବେଶ ପଟଚିତ୍ର ପ୍ରଦର୍ଶନ

ପୁରୀ: ପୁରୀ ରଘୁରାଜପୁରର ଯୁବ ପର୍ବତାରୋହୀ ଚିନ୍ମୟ ମହାରଣା ସାଉଥ୍ ଆଫ୍ରିକାର କିଲିମାଞ୍ଜାରୋ ପର୍ବତ ଶୃଙ୍ଗ ଆରୋହଣ କରି ମହାପ୍ରଭୁ ଜଗନ୍ନାଥଙ୍କ ନାଗାର୍ଜ୍ଜୁନ ବେଶର ପଟ୍ଟଚିତ୍ର ପ୍ରଦର୍ଶନ କରିଛନ୍ତି । ଗୁରୁବାର ଦିନ ଚିନ୍ମୟ ଏହି ଶୃଙ୍ଗ ଆରୋହଣ କରି ନାଗାର୍ଜ୍ଜୁନ ବେଶ ସହ ଜାତୀୟ ପତାକା ପ୍ରଦର୍ଶନ କରିଥିଲେ ସେଠାରେ ।

ଆଫ୍ରିକା କିଲିମାଞ୍ଜାରୋ ଶୃଙ୍ଗରେ ନାଗାର୍ଜୁନ ବେଶ ପଟ୍ଟଚିତ୍ର ପ୍ରଦର୍ଶନ କଲେ ଓଡିଆ ପୁଅ

ଏହି ଯାତ୍ରା ପାଇଁ ରାଜ୍ୟ ସରକାର, ଏମସି ଓ ଜିଲ୍ଲା ପ୍ରଶାସନ ଚିନ୍ମୟଙ୍କୁ ସହଯୋଗ କରିଥିଲେ । ଚିନ୍ମୟ ଚଳିତ ମାସ ୩ ତାରିଖରେ ସାଉଥ୍ ଆଫ୍ରିକାର କିଲିମାଞ୍ଜାରୋ ଶୃଙ୍ଗର ୧୯,୩୪୧ ଫୁଟ ଆରୋହଣ କରିବା ଉଦ୍ଦେଶ୍ୟରେ ଯାତ୍ରା ଆରମ୍ଭ କରିଥିଲେ । ଏହି ସଫଳତା ପାଇଁ ଜିଲ୍ଲାପାଳ ସମର୍ଥ ବର୍ମା ଚିନ୍ମୟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଇଟିଭି ଭାରତ, ପୁରୀ

Last Updated : Jun 10, 2022, 12:45 PM IST

For All Latest Updates

TAGGED:

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.