ETV Bharat / state

ବାହୁଡା ଯାତ୍ରା: ସୁରକ୍ଷା ଚାଦର ତଳେ ଶ୍ରୀକ୍ଷେତ୍ର - police

ବାହୁଡା ଯାତ୍ରାକୁ ନେଇ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି କେନ୍ଦ୍ରାଞ୍ଚଳ ଆଇଜି ସୌମେନ୍ଦ୍ର ପ୍ରିୟଦର୍ଶୀ । ଏନେଇ କେନ୍ଦ୍ରାଞ୍ଚଳ ଆଇଜି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସହ ଅଧିକ ଆଲୋଚନା କରିଛନ୍ତି ଆମ ପ୍ରତିନିଧି...

ଫଟୋ ସୌଜନ୍ୟ:ସମ୍ବାଦଦାତା, ପୁରୀ
author img

By

Published : Jul 12, 2019, 12:22 PM IST

ପୁରୀ: ଆଜି ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ା ଯାତ୍ରା । ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିବେ ତିନି ଠାକୁର । ବଡ ଭାଇ ବଳଭଦ୍ର ଓ ସାନ ଭଉଣୀ ସୁଭଦ୍ରାଙ୍କୁ ସାଥିରେ ଧରି ପହଣ୍ଡିରେ ବିଜେ କରିଛନ୍ତି ତିନି ରଥକୁ । ଏଥିପାଇଁ ଆଜି ଭୋର ୪ଟାରୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ବାହୁଡ଼ା ଯାତ୍ରା ନୀତି ଆରମ୍ଭ ହୋଇଛି ।

ତେବେ ବାହୁଡ଼ା ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପୁରୀରେ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି । ବାହୁଡା ଯାତ୍ରାକୁ ନେଇ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି କେନ୍ଦ୍ରାଞ୍ଚଳ ଆଇଜି ସୌମେନ୍ଦ୍ର ପ୍ରିୟଦର୍ଶୀ ।

ଭିଡିଓ ସୌଜନ୍ୟ:ସମ୍ବାଦଦାତା, ପୁରୀ

ସମୁଦ୍ର ବେଳାଭୂମିଠୁ ନେଇ ବଡ଼ଦାଣ୍ଡ, ଶ୍ରୀମନ୍ଦିର ଆଖପାଖ ଅଞ୍ଚଳ ସବୁ ଗଳିକନ୍ଦିରେ ଛାଇ ଯାଇଛନ୍ତି ଓଡ଼ିଶା ପୁଲିସ ସହ କେନ୍ଦ୍ରୀୟ ଫୋର୍ସ।

ଏନେଇ ସୁରକ୍ଷା ସମ୍ବନ୍ଧରେ କେନ୍ଦ୍ରାଞ୍ଚଳ ଆଇଜି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସହ ଅଧିକ ଆଲୋଚନା କରିଛନ୍ତି ଆମ ପ୍ରତିନିଧି ।

Intro:Body:

BLANK  FOR STORY

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.