ETV Bharat / state

ପୁରୀ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ !

author img

By

Published : Feb 8, 2022, 6:49 PM IST

Updated : Feb 8, 2022, 8:17 PM IST

ପୁରୀ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ପୁରୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଆସିବେ ରାଷ୍ଟ୍ରପତି । ଆସନ୍ତା 19 ତାରିଖରେ ରାଷ୍ଟ୍ରପତି ପୁରୀ ଆସିବେ । ଅଧିକ ପଢନ୍ତୁ

ପୁରୀ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ!
ପୁରୀ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ!

ପୁରୀ: ପୁରୀ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ପୁରୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଆସିବେ ରାଷ୍ଟ୍ରପତି । ଆସନ୍ତା 19 ତାରିଖରେ ରାଷ୍ଟ୍ରପତି ପୁରୀ ଆସିବେ ।

ପୁରୀ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ !

ତେବେ ଇସ୍କନର ପ୍ରତିଷ୍ଠାତା ଶ୍ରୀଲ ସିଦ୍ଧାନ୍ତ ଗୋସ୍ୱାମୀ ପ୍ରଭୁପାଦଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ସେହିପରି 20 ତାରିଖରେ ଏକ ବିଶେଷ ସମାରୋହରେ ଯୋଗ ଦେବେ ରାଷ୍ଟ୍ରପତି ।

ଏହାପରେ ସେହି 20 ତାରିଖରେ ପ୍ରତ୍ୟାବର୍ତ୍ତନ କରିବେ । ରାଷ୍ଟ୍ରପତି ମଧ୍ୟ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ଯିବାର କାର୍ଯ୍ୟକ୍ରମ ରହିଛି । ତେବେ ଏନେଇ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟରୁ ବିସ୍ତୃତ ଗସ୍ତ ସୂଚୀ ଆସିବା ପରେ ଅଧିକ ସୂଚନା ଦିଆଯିବ ବୋଲି ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

Last Updated : Feb 8, 2022, 8:17 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.