ETV Bharat / state

ଆରମ୍ଭ ହେଲା ରଥ ଭଙ୍ଗା କାର୍ଯ୍ୟ - breaking chariots

ଆଜିଠାରୁ ଆରମ୍ଭ ହୋଇଛି ରଥ ଭଙ୍ଗା କାର୍ଯ୍ୟ। ଶ୍ରୀମନ୍ଦିର ପ୍ରଶାସନର ନିର୍ଦ୍ଦେଶ ଅନୁସାରେ ଆଜି ଭୋଇ ସେବକମାନେ ରଥ ଭଙ୍ଗା କାର୍ଯ୍ୟ ଆରମ୍ଭ କରିଛନ୍ତି।

ଫଟୋ ସୌଜନ୍ୟ: ସମ୍ବାଦଦାତା, ପୁରୀ
author img

By

Published : Jul 26, 2019, 2:40 PM IST

ପୁରୀ: ପରମ୍ପରା ଅନୁଯାୟୀ ଆଜି ଠାରୁ ଆରମ୍ଭ ହୋଇଛି ରଥ ଭଙ୍ଗା କାର୍ଯ୍ୟ। ଶ୍ରୀମନ୍ଦିର ପ୍ରଶାସନର ନିର୍ଦ୍ଦେଶ ଅନୁସାରେ ଆଜି ଭୋଇ ସେବକମାନେ ରଥ ଭଙ୍ଗା କାର୍ଯ୍ୟ ଆରମ୍ଭ କରିଛନ୍ତି। ପ୍ରଥମେ ମା ସୁଭଦ୍ରାଙ୍କ ଦେବଦଳନ ରଥର କଳସରୁ ଭଙ୍ଗା କାର୍ଯ୍ୟ ଆରମ୍ଭ ହୋଇଛି।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ପୁରୀ

ପ୍ରଥମେ ଦେବଦଳନ ପରେ ତାଳଧ୍ବଜ ଓ ଶେଷରେ ନନ୍ଦିଘୋଷ ରଥ ଭଙ୍ଗା ଯିବାର ନିୟମ ରହିଛି। ରଥ ଭଙ୍ଗାପରେ ରଥର ଚକ, ପ୍ରଭା, ଦ୍ବାର ବେଢ଼ା, କଣ ଗୁଜ ଆଦିକୁ ଶ୍ରୀମନ୍ଦିର ପ୍ରଶାସନ ଦ୍ବାରା ନିଲାମ କରାଯାଏ। ଅନ୍ୟ ଟୁକୁରା କାଠକୁ ମହାପ୍ରଭୁଙ୍କ କୋଠ ଭୋଗ ପ୍ରସ୍ତୁତିରେ ଜାଳେଣି ଭାବେ ବ୍ୟବହୃତ ହୁଏ। ଭକ୍ତ ମାନେ ରଥ କାଠ ସଂଗ୍ରହ କରି ଘରେ ରଖିଥାନ୍ତି। ରଥ କାଠ ଘରେ ରଖିଲେ ଦୁଃଖ ଦୂର ହୁଏ ବୋଲି ବିଶ୍ବାସ ରହିଛି ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

Intro:Body:

sdfsdf

Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.