ETV Bharat / state

ବ୍ରହ୍ମପୁର ଓ ପୁରୀ ବିଶ୍ବବିଦ୍ୟାଳୟ ପାଇଁ ନୂଆ କୁଳପତି ନିଯୁକ୍ତ - prof gobinda chakrapani nad harihara hota appointed as new vc

ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ଓ ପୁରୀ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତ । ଉଭୟଙ୍କୁ କୁଳପତି ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟପାଳ ଗଣେଶୀ ଲାଲ ।

ଫାଇଲ ଫଟୋ
author img

By

Published : Sep 30, 2019, 6:20 PM IST

Updated : Sep 30, 2019, 8:01 PM IST

ବ୍ରହ୍ମପୁର: ବ୍ରହ୍ମପୁର ଓ ପୁରୀ ବିଶ୍ବବିଦ୍ୟାଳୟ ପାଇଁ ନୂଆ କୁଳପତି ନିଯୁକ୍ତି ପାଇଛନ୍ତି । ବ୍ରହ୍ମପୁର ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ଭାବେ ପ୍ରଫେସର ଗୋବିନ୍ଦ ଚକ୍ରପାଣି ନିଯୁକ୍ତି ହୋଇଛନ୍ତି । ସେହିପରି ପୁରୀ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ବବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତ ହୋଇଛନ୍ତି ହରିହର ହୋତା ।

appointed as new vc in Berhampur and puri university
ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ପ୍ରଫେସର ଗୋବିନ୍ଦ ଓ ହରିହରଙ୍କୁ କୁଳପତି ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟପାଳ ଗଣେଶୀ ଲାଲ ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

Intro:ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପାଇଁ ନୂଆ କୁଳପତି ନିଯୁକ୍ତ ହୋଇଛନ୍ତି। ପ୍ରଫେସର ଗୋବିନ୍ଦ ଚକ୍ରପାଣି ଙ୍କୁ କୁଳପତି ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟପାଳ ଗଣେଶି ଲାଲ। ସେହିପରି ପୁରୀ ସଂସ୍କୃତ ବିଶ୍ୱବିଦ୍ୟାଳୟ କୁଳପତି ଭାବେ ହରିହର ହୋତା ନିଯୁକ୍ତି ପାଇଛନ୍ତି। ଏନେଇ ରାଜଭବନ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।Body:KConclusion:
Last Updated : Sep 30, 2019, 8:01 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.