ETV Bharat / state

ପୁରୀ ଜିଲ୍ଲାପାଳଙ୍କ ଅଫିସିଆଲ୍ ଟ୍ୱିଟର ଆକାଉଣ୍ଟ ହ୍ୟାକ୍

author img

By

Published : Sep 10, 2022, 9:48 PM IST

ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଫିସିଆଲ୍ ଟ୍ୱିଟର ଆକାଉଣ୍ଟ ହ୍ୟାକ୍ ହୋଇଛି । ତୁରନ୍ତ ଏ ଘଟଣାର ତଦନ୍ତ ପାଇଁ ଆଇଟି ସେଲକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଅଧିକ ପଢ଼ନ୍ତୁ

ପୁରୀ ଜିଲ୍ଲାପାଳଙ୍କ ଅଫିସିଆଲ୍ ଟ୍ୱିଟର ଆକାଉଣ୍ଟ ହ୍ୟାକ୍
ପୁରୀ ଜିଲ୍ଲାପାଳଙ୍କ ଅଫିସିଆଲ୍ ଟ୍ୱିଟର ଆକାଉଣ୍ଟ ହ୍ୟାକ୍

ପୁରୀ: ହ୍ୟାକ୍ ହୋଇଛି ପୁରୀ ଜିଲ୍ଲାପାଳଙ୍କ ଅଫିସିଆଲ୍ ଟ୍ୱିଟର ଆକାଉଣ୍ଟ । ତୁରନ୍ତ ଏ ଘଟଣାର ତଦନ୍ତ ପାଇଁ ଆଇଟି ସେଲକୁ ନିର୍ଦ୍ଦେଶ ଦେଇଛନ୍ତି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା । ତେବେ ଆଜି (ଶନିବାର) ଅପରାହ୍ନ ସମୟରେ ପୁରୀ ଜିଲ୍ଲାପାଳଙ୍କ ଟ୍ୱିଟର ଆକାଉଣ୍ଟ ହ୍ୟାକ୍ ହେଇଯାଇଥିବା ଜଣାପଡ଼ିଛି ।

ମିଳିଥିବା ସୂଚନା ମୁତାବକ ଚୀନର କୌଣସି ଏକ ହ୍ୟାକର ଗ୍ରୁପ ପୁରୀ ଜିଲ୍ଲାପାଳଙ୍କ ଅଫିସିଆଲ୍ ଟ୍ୱିଟର ଆକାଉଣ୍ଟକୁ ହ୍ୟାକ୍ କରିନେଇଛି । ତେବେ ଟ୍ୱିଟର ଆକାଉଣ୍ଟ ହ୍ୟାକ୍ ହେବା ପରେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଏହାକୁ ନେଇ ପଦକ୍ଷେପ ନେଇଛନ୍ତି । ତୁରନ୍ତ ଏ ଘଟଣାର ତଦନ୍ତ ପାଇଁ ଆଇଟି ସେଲକୁ ନିର୍ଦ୍ଦେଶ ଦିଆଯାଇଛି । ଆଜି ଅପରାହ୍ନ ସମୟରେ ପୁରୀ ଜିଲ୍ଲାପାଳଙ୍କ ଟ୍ୱିଟର ଆକାଉଣ୍ଟ ହ୍ୟାକ୍ ହେଇଯାଇଥିବା ସେ ସୂଚନା ଦେଇଛନ୍ତି ।

ଜିଲ୍ଲାପାଳଙ୍କ ଅଫିସିଆଲ୍ ଟ୍ୱିଟର ଆକାଉଣ୍ଟ ହ୍ୟାକ୍ ହେବାର କିଛି ସମୟ ପରେ ହ୍ୟାକର ଅନେକ ଟ୍ବିଟକୁ ରି-ଟ୍ବିଟ କରିଥିଲା । ଏହା ସହିତ କିଛି କାର୍ଟୁନ ଫୋଟୋକୁ ମଧ୍ୟ ଜିଲ୍ଲାପାଳଙ୍କ ଟ୍ୱିଟର ଆକାଉଣ୍ଟରେ ସେୟାର କରାଯାଇଛି । ତେବେ ଦୀର୍ଘ ସମୟ ପରେ ମଧ୍ୟ ପୁରୀ ଜିଲ୍ଲାପାଳଙ୍କ ଆକାଉଣ୍ଟକୁ ହ୍ୟାକିଂରୁ ମୁକ୍ତ କରାଯାଇପାରିନାହିଁ ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.