ETV Bharat / state

ଶ୍ରୀମନ୍ଦିର ସୁରକ୍ଷା ଜୋନରେ ପୁଣି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

ଶ୍ରୀମନ୍ଦିର ଚତୁଃପାର୍ଶ୍ବର ସୌନ୍ଦର୍ଯ୍ୟକରଣ ପାଇଁ ମଙ୍ଗଳବାର ପୁଣି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି । କୌଣସି ଅପ୍ରୀତିକର ପରିସ୍ଥିତିକୁ ଏଡାଇବା ପାଇଁ 2 ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି । ଅଧିକ ପଢନ୍ତୁ..

eviction update
ଶ୍ରୀମନ୍ଦିର ସୁରକ୍ଷା ଯୋନରେ ପୁଣି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ
author img

By

Published : Jan 7, 2020, 1:07 PM IST

ପୁରୀ: କିଛିଦିନର ବ୍ୟବଧାନ ପରେ ପୁରୀ ଶ୍ରୀମନ୍ଦିର ସୁରକ୍ଷା ଜୋନରେ ପୁଣି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି । ଆଜି(ମଙ୍ଗଳବାର) ତେବେ ଶ୍ରୀମନ୍ଦିରର ପଶ୍ଚିମ ଦ୍ଵାରରେ ଏହି କାର୍ଯ୍ୟ ଜାରି ରହିଛି । କିଛି ଲଜ ଓ ଘରୋଇ ପ୍ଲଟ ଉଚ୍ଛେଦ ଚାଲିଛି । ବିସ୍ଥାପିତଙ୍କୁ କ୍ଷତିପୂରଣ ରାଶି ଦିଆଯିବା ପରେ ଏହି ପ୍ରକ୍ରିୟା ପ୍ରଶାସନ ଆରମ୍ଭ କରିଛି ।

ଶ୍ରୀମନ୍ଦିର ସୁରକ୍ଷା ଯୋନରେ ପୁଣି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

ତେବେ ଉଚ୍ଛେଦ ସ୍ଥାନରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ 2 ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି । ଏହି ଉଚ୍ଛେଦ ପ୍ରକ୍ରିୟା ଚାଲୁ ରହିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

Intro:ପୁଣି ଉଛେଦ ପ୍ରକ୍ରିୟା ଆରମ୍ଭBody:ଶ୍ରୀମନ୍ଦିର ସୁରକ୍ଷା ଯୋନ ରେ ପୁଣି ଉଛେଦ କାର୍ଯ୍ୟ ଆରମ୍ଭ ହୋଇଛି। କିଛି ଦିନ ବ୍ୟବଧାନ ପରେ ଉଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜି ଶ୍ରୀମନ୍ଦିର ପଶ୍ଚିମ ଦ୍ଵାର ରେ ଚାଲିଛି ଉଛେଦ। କିଛି ଲଜ ଓ ଘରୋଇ ପ୍ଲ ଟ ଉଛେଦ ଚାଲିଛି। ବିସ୍ଥାପିତ ଙ୍କୁ କ୍ଷତିପୂରଣ ରାଶି ଦିଆଯିବା ପରେ ଏହି ପ୍ରକ୍ରିୟା ପ୍ରଶାସନ ଆରମ୍ଭ କରିଛି। ଶାନ୍ତି ଶୃଙ୍ଖଳା ପାଇଁ 2 ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏହି ଉଛେଦ ପ୍ରକ୍ରିୟା ଚାଲୁ ରହିବ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ବାଇଟ,, ଭାବ ତରଣ ସାହୁ ,, ଉପଜିଲ୍ଲାପାଳ, ପୁରୀ

ପୁରୀ ରୁ ଶକ୍ତି ପ୍ରସାଦ ମିଶ୍ର

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.