ETV Bharat / state

ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରକଳ୍ପ: ସମୀକ୍ଷା କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ - ସମୀକ୍ଷା କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରକଳ୍ପ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । କାର୍ଯ୍ୟକ୍ରମ ନେଇ ସମୀକ୍ଷା କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଅଧିକ ପଢନ୍ତୁ

Shrimandir Parikrama Marg Project;
Shrimandir Parikrama Marg Project;
author img

By

Published : Nov 16, 2021, 6:56 AM IST

ପୁରୀ: ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରକଳ୍ପ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । କାର୍ଯ୍ୟକ୍ରମ ନେଇ ସମୀକ୍ଷା କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

ଶ୍ରୀମନ୍ଦିର ଐତିହ୍ୟ କରିଡରର ପରିକ୍ରମା ମାର୍ଗ ପ୍ରକଳ୍ପ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମକୁ ନେଇ ଶ୍ରୀମନ୍ଦିର ପ୍ରଶାସନର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ , ପୁରୀ ଜିଲାପାଳ ଓ ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀ ସାମିଲ ହୋଇଥିଲେ ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସୂଚନା ଅନୁସାରେ ଶ୍ରୀମନ୍ଦିର ପରିକ୍ରମା ମାର୍ଗର ନିର୍ମାଣ କାର୍ଯ୍ୟ ପୂର୍ବରୁ ଏକ ଯଜ୍ଞ ଅନୁଷ୍ଠିତ ହେବ । 22ରୁ 25 ତାରିଖ ଯାଏଁ ଶ୍ରୀମନ୍ଦିରର ଐଶାନ୍ୟ କୋଣରେ ଏହି ଯଜ୍ଞ ହେବ । 24 ତାରିଖରେ ଯଜ୍ଞ ପୂର୍ଣ୍ଣାହୂତି ହେବ । ଉକ୍ତ ଦିନ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ଶିଳାନ୍ୟାସ ଉତ୍ସଵରେ ମୁଖ୍ୟମନ୍ତ୍ରୀ ଯୋଗ ଦେବାର ସମ୍ଭାବନା ଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.