ETV Bharat / state

ସୁନାବେଶ ପାଇଁ ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା କଡାକଡି - puri

ଆଜି ସରିଲା ବାହୁଡା ଯାତ୍ରା । ଆସନ୍ତାକାଲିର ସୁନାବେଶ ପାଇଁ ନୀତିକାନ୍ତି ଶୃଙ୍ଖଳିତ କରିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର
author img

By

Published : Jul 12, 2019, 9:08 PM IST

ପୁରୀ: ସରିଲା ବାହୁଡ଼ା ଯାତ୍ରା, କାଲି ସୁନାବେଶ । ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରୁ ଶ୍ରୀମନ୍ଦିର ଅଭିମୁଖେ ବାହୁଡିଛନ୍ତି ଦାରୁବ୍ରହ୍ମ । ଏଥିଲାଗି ଉତ୍ସବମୁଖର ହୋଇଉଠିଛି ପୁରୀ ସହର । ଦେଶର ବିଭିନ୍ନ ସ୍ଥାନରୁ ଭକ୍ତଙ୍କ ସୁଅ ଛୁଟିଛି । ଶ୍ରୀଜୀଉଙ୍କ ବାହୁଡା ଯାତ୍ରା ଏବଂ ସୁନାବେଶ ନୀତିକାନ୍ତି ଶୃଙ୍ଖଳିତ କରିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ଶାନ୍ତିଶୃଙ୍ଖଳାର ସହ ବାହୁଡା ନୀତି ସମ୍ପନ୍ନ ହେବା ସହ ଆସନ୍ତାକାଲି ହେବାକୁ ଥିବା ସୁନାବେଶ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିଛି ପୋଲିସ ବଭାଗ । ତେବେ ସୁରକ୍ଷା ବ୍ୟବସ୍ଥାକୁ ନେଇ ଜିଲ୍ଲାପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ସୁରକ୍ଷା କରାଯାଇଛି । ଟ୍ରାଫିକ ଠାରୁ ଆରମ୍ଭ କରି ପରିବେଶ କିପରି ସଫାସୁତୁରା ରଖାଯିବ ସେନେଇ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି ।

For All Latest Updates

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.