ETV Bharat / state

ମିନି ସେକ୍ରେଟେରିଏଟର ସ୍ଥିତି ସମୀକ୍ଷା କଲେ ଯୋଜନା ବୋର୍ଡ ଉପାଧ୍ୟକ୍ଷ

author img

By

Published : Aug 31, 2021, 10:53 PM IST

ବ୍ରହ୍ମଗିରି ଗସ୍ତରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ । ମିନି ସେକ୍ରେଟେରିଏଟ କାର୍ଯ୍ୟର ସ୍ଥିତି ଅନୁଧ୍ୟାନ କରିବା ସହ କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଅଧିକ ପଢନ୍ତୁ...

ମିନି ସେକ୍ରେଟାରିଏଟର ସ୍ଥିତି ସମୀକ୍ଷା କଲେ ଯୋଜନା ବୋର୍ଡ ଉପାଧ୍ୟକ୍ଷ

ବ୍ରହ୍ମଗିରି: ମିନି ସେକ୍ରେଟେରିଏଟ କାର୍ଯ୍ୟର ସ୍ଥିତି ଅନୁଧ୍ୟାନ କଲେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ । ଏନେଇ ଆଜି (ମଙ୍ଗଳବାର) ବ୍ରହ୍ମପୁର ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକୁ ଅନୁଧ୍ୟାନ କରିଛନ୍ତି ।

ତେବେ ଯୋଜନା ବୋର୍ଡ ଉପାଧକ୍ଷ ସଞ୍ଜୟ ଦାସବର୍ମା ବ୍ରହ୍ମଗିରି ବ୍ଲକ ଗସ୍ତ କରି ବ୍ଲକ ପରିସରରେ ଥିବା ନିର୍ମାଣଧୀନ ମିନି ସେକ୍ରେଟେରିଏଟ କାର୍ଯ୍ୟର ସ୍ଥିତି ଅନୁଧ୍ୟାନ କରିବା ସହିତ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଆଉ ଏହି ଗସ୍ତ ସମୟରେ ବ୍ରହ୍ମଗିରି ମଣ୍ଡଳ ଉନ୍ନୟନ ଅଧିକାରୀ ଜ୍ୟୋତିପ୍ରକାଶ ସେଠୀ ଓ ପୂର୍ତ୍ତବିଭାଗ ଅଧିକାରୀମାନେ ଉପସ୍ଥିତ ରହି ବିଭିନ୍ନ କାର୍ଯ୍ୟର ସ୍ଥିତି ସମୀକ୍ଷା କରିଛନ୍ତି ।

ବ୍ରହ୍ମଗିରିରୁ ଦେବାଶିଷ ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.