ପୁରୀ: ମହାପ୍ରଭୁଙ୍କ ବନକ ଲାଗି ନୀତି ପାଇଁ ଆଜି 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଆଜି ମାଘ ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀଜିଉଙ୍କ ବନକଲାଗି ବା ଶ୍ରୀମୁଖ ସିଂହାର ନୀତି ଅନୁଷ୍ଠିତ ହେବ । ଏଣୁ ଅପରାହ୍ନ ୫ଟା ରୁ ରାତି ୯ଟା ଯାଏଁ ମହାପ୍ରଭୁଙ୍କ ସର୍ବ ସାଧାରଣଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ
ମହାପ୍ରଭୁଙ୍କ ବନକ ଲାଗି ନୀତି: ଆଜି 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ - ମହାପ୍ରଭୁଙ୍କ 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
ମହାପ୍ରଭୁଙ୍କ ବନକ ଲାଗି ନୀତି ପାଇଁ ଆଜି(ବୁଧବାର) 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଆଜି ମାଘ ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀଜିଉଙ୍କ ବନକଲାଗି ବା ଶ୍ରୀମୁଖ ସିଂହାର ନୀତି ଅନୁଷ୍ଠିତ ହେବ । ଅଧିକ ପଢନ୍ତୁ
ମହାପ୍ରଭୁଙ୍କ ବନକ ଲାଗି ନୀତି ପାଇଁ ବୁଧବାର 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ
ପୁରୀ: ମହାପ୍ରଭୁଙ୍କ ବନକ ଲାଗି ନୀତି ପାଇଁ ଆଜି 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଆଜି ମାଘ ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀଜିଉଙ୍କ ବନକଲାଗି ବା ଶ୍ରୀମୁଖ ସିଂହାର ନୀତି ଅନୁଷ୍ଠିତ ହେବ । ଏଣୁ ଅପରାହ୍ନ ୫ଟା ରୁ ରାତି ୯ଟା ଯାଏଁ ମହାପ୍ରଭୁଙ୍କ ସର୍ବ ସାଧାରଣଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ
Last Updated : Feb 9, 2022, 6:43 AM IST