ETV Bharat / state

ପୁରୀ ବେଳା ଭୂମିରେ ଅଘଟଣ, ସମୁଦ୍ର ସ୍ନାନବେଳେ ପର୍ଯ୍ୟଟକଙ୍କ ଚାଲିଗଲା ଜୀବନ - ପଶ୍ଚିମବଙ୍ଗ ନର୍ଥ ଟ୍ବେଣ୍ଟି ପ୍ରଗଣାର ଲୁପିନ୍ ବିଶ୍ବାସ

ସମୁଦ୍ର ସ୍ନାନବେଳେ ପର୍ଯ୍ୟଟକଙ୍କ ଚାଲିଗଲା ଜୀବନ । ସମୁଦ୍ରରେ ଗାଧୋଇବା ବେଳେ ପର୍ଯ୍ୟଟକଙ୍କ ଚାଲିଗଲା ଜୀବନ । ମୃତ ଯୁବକ ଜଣକ ପଶ୍ଚିମବଙ୍ଗ ନର୍ଥ ଟ୍ବେଣ୍ଟି ପ୍ରଗଣାର ଲୁପିନ୍ ବିଶ୍ବାସ । ଅଧିକ ପଢନ୍ତୁ

ପୁରୀ ବେଳାଭୂମିରେ ଅଘଟଣ, ସମୁଦ୍ର ସ୍ନାନବେଳେ ପର୍ଯ୍ୟଟକଙ୍କ ଚାଲିଗଲା ଜୀବନ

author img

By

Published : Dec 14, 2022, 4:21 PM IST

ପୁରୀ : ବେଳାଭୂମିରେ ଅଘଟଣ । ସମୁଦ୍ରରେ ଗାଧୋଇବା ବେଳେ ପର୍ଯ୍ୟଟକଙ୍କ ଚାଲିଗଲା ଜୀବନ । ତେବେ ମୃତ ଯୁବକ ଜଣକ ପଶ୍ଚିମବଙ୍ଗ ନର୍ଥ ଟ୍ବେଣ୍ଟି ପ୍ରଗଣାର ଲୁପିନ୍ ବିଶ୍ବାସ ବୋଲି ଜଣାପଡିଛି ।

ସୂଚନା ମୁତାବକ, ଆଜି ମଧ୍ୟାହ୍ନ ସମୟରେ ଲୁପିନ୍ ସେକ୍ଟର ୧୨ ହୋଟେଲ ବଙ୍ଗଲକ୍ଷ୍ମୀ ସମ୍ମୁଖ ସମୁଦ୍ରରେ ସ୍ନାନ କରୁଥିଲେ । ସେହି ସମୟରେ ଗଭୀର ସମୁଦ୍ର ଭିତରକୁ ଭାସି ଯାଇଥିଲେ । ଏନେଇ ସେଠାରେ ଉପସ୍ଥିତ ଥିବା ଲାଇଫ ଗାର୍ଡ ଓ ଅଗ୍ନିଶମ ବାହିନୀ ସମୁଦ୍ର ଭିତରକୁ ଯାଇ ଲୁପିନକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିବା ସହ ଚିକିତ୍ସା ପାଇଁ ଆମ୍ବୁଲାନ୍ସ ଯୋଗେ ସଦର ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ । କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଲୁପିନଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ଦୁଃଖରେ ଭାଙ୍ଗି ପଡିଥିବା ବେଳେ ଅନ୍ୟପଟେ ସମୁଦ୍ରକୂଳ ଥାନା ପୋଲିସ ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା ଜଣାପଡିଛି ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.