ETV Bharat / state

ବାଲୁକା କଳାରେ ପ୍ରଣବ ମୁଖାର୍ଜୀଙ୍କୁ ଶ୍ରଦ୍ଧାଞ୍ଜଳି - tribute to former president

ସାରା ଦେଶବାସୀ ଭାରତରତ୍ନ ପ୍ରଣବ ମୂଖାର୍ଜୀଙ୍କ ଭଳି ସରଳ , ସଚୋଟ ଓ ଜ୍ଞାନୀ ବ୍ୟକ୍ତିତ୍ୱକୁ ସବୁଦିନ ମନେ ରଖିବେ ବୋଲି ସୁଦର୍ଶନ ପଟ୍ଟନାୟକ ବାଲୁକାକଳା ମାଧ୍ୟମରେ ବାର୍ତ୍ତା ଦେଇଛନ୍ତି ।

ବାଲୁକା କଳାରେ ପ୍ରଣବ ମୁଖାର୍ଜୀଙ୍କୁ ଶ୍ରଦ୍ଧାଞ୍ଜଳି

author img

By

Published : Aug 31, 2020, 10:49 PM IST

ପୁରୀ: ଭାରତର ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ପ୍ରଣବ ମୁଖାର୍ଜୀଙ୍କ ସୋମବାର ଦେହାନ୍ତ ହୋଇଛି । 84 ବର୍ଷରେ ଦିଲ୍ଲୀର ଆର୍ମି ହସ୍ପିଟାଲରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ତେବେ ପ୍ରଣବ ମୂଖାର୍ଜୀଙ୍କ ବିୟୋଗରେ ସାରା ଦେଶରେ ଶୋକର ଛାୟା ଖେଳିଯାଇଛି। ବିଭିନ୍ନ ମହଲରେ ତାଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଯାଉଛି। ଏହି କ୍ରମରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକାକଳା ମାଧ୍ୟମରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି।

ବାଲୁକା କଳାରେ ପ୍ରଣବ ମୁଖାର୍ଜୀଙ୍କୁ ଶ୍ରଦ୍ଧାଞ୍ଜଳି

ସାରା ଦେଶବାସୀ ଭାରତରତ୍ନ ପ୍ରଣବ ମୂଖାର୍ଜୀଙ୍କ ଭଳି ସରଳ, ସଚ୍ଚୋଟ ଓ ଜ୍ଞାନୀ ବ୍ୟକ୍ତିତ୍ୱକୁ ସବୁଦିନ ମନେ ରଖିବେ ବୋଲି ସୁଦର୍ଶନ ପଟ୍ଟନାୟକ ବାଲୁକାକଳା ମାଧ୍ୟମରେ ବାର୍ତ୍ତା ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ମୁଣ୍ଡରେ ରକ୍ତ ଜମାଟ ବାନ୍ଧିଥିବାରୁ ତାଙ୍କର ଅସ୍ତ୍ରୋପଚାର କରାଯାଇଥିଲା । ଅସ୍ତ୍ରୋପଚାର ପରେ ପ୍ରଣବ ମୁଖାର୍ଜୀ ଭେଣ୍ଟିଲେଟରରେ ଥିବାବେଳେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିଲା । ଏହା ପରେ ସେ କୋମାକୁ ଚାଲିଯାଇଥିଲେ । ତେବେ ରବିବାର ତାଙ୍କ ମୃତ୍ୟୁ ଘଟିଛି ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.