ETV Bharat / state

ସ୍ୟାଣ୍ଡ ଆନିମେସନରେ ମିଲଖା ସିଂହଙ୍କୁ ଶ୍ରଦ୍ଧାଞ୍ଜଳି - ମିଲଖା ସିଂହଙ୍କୁ ଶ୍ରଦ୍ଧାଞ୍ଜଳି

ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ଭାରତୀୟ କିମ୍ବଦନ୍ତୀ ଧାବକ ମିଲଖା ସିଂହଙ୍କୁ ବାଲୁକା ଆନିମେସନରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଅଧିକ ପଢନ୍ତୁ...

ସ୍ୟାଣ୍ଡ ଆନିମେସନରେ ମିଲଖା ସିଂହଙ୍କୁ ଶ୍ରଦ୍ଧାଞ୍ଜଳି

author img

By

Published : Jun 19, 2021, 8:20 PM IST

Updated : Jun 19, 2021, 8:29 PM IST

ପୁରୀ: ସ୍ୟାଣ୍ଡ ଆନିମେସନରେ ମିଲଖା ସିଂହଙ୍କୁ ଶ୍ରଦ୍ଧାଞ୍ଜଳି । ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ଭାରତୀୟ କିମ୍ବଦନ୍ତୀ ଧାବକ ମିଲଖା ସିଂହଙ୍କୁ ବାଲୁକା ଆନିମେସନରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ସ୍ୟାଣ୍ଡ ଆନିମେସନରେ ମିଲଖା ସିଂହଙ୍କୁ ଶ୍ରଦ୍ଧାଞ୍ଜଳି
ସ୍ୟାଣ୍ଡ ଆନିମେସନରେ ମିଲଖା ସିଂହଙ୍କୁ ଶ୍ରଦ୍ଧାଞ୍ଜଳି

ସେ ଏହି ବାଲୁକା ଆନିମେସନରେ ମିଲଖା ସିଂହଙ୍କ ପ୍ରତିମୂର୍ତ୍ତି ନିର୍ମାଣ କରିଛନ୍ତି ଏବଂ ଏଥିରେ "SALUTE YOU SUPER HERO FLYING SIKH" ର ବାର୍ତ୍ତା ଦେଇଛନ୍ତି। ଏହି ବାଲୁକା କଳାକୁ ନିର୍ମାଣ କରିବା ପାଇଁ ମାନସ ସାହୁଙ୍କୁ ୨ ଘଣ୍ଟା ସମୟ ଲାଗିଥିଲା।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

Last Updated : Jun 19, 2021, 8:29 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.