ETV Bharat / state

ଓଲିଉଡର ଜଗାଙ୍କୁ ବାଲୁକା କଳାରେ ଶ୍ରଦ୍ଧାଞ୍ଜଳି

author img

By

Published : Jul 21, 2020, 7:25 PM IST

Updated : Jul 22, 2020, 7:10 AM IST

ପରପାରିରେ ବିଶିଷ୍ଟ ଅଭିନେତା ବିଜୟ ମହାନ୍ତି । ତାଙ୍କ ବିୟୋଗ ସଭିଙ୍କୁ ସ୍ତବ୍ଧ କରିଥିବା ବେଳେ ବିଭିନ୍ନ ମହଲରୁ ତାଙ୍କୁ ପାଇଁ ଆସୁଛି ଶ୍ରଦ୍ଧାଞ୍ଜଳି । ଏହି ଅବସରରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ମଧ୍ୟ ଏହି ମହାନ୍ କଳାକାରଙ୍କୁ ଶ୍ରଦ୍ଧାଞ୍ଜଳୀ ଦେବା ଉଦ୍ଦେଶ୍ୟରେ ବାଲୁକା କଳା ତିଆରି କରିଛନ୍ତି । ଅଧିକ ପଢନ୍ତୁ...

Tribute to Ollywood actor Bijay Mohanty  through sand art
ବାଲୁକାକଳାରେ ଓଲିଉଡର ଜଗାଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ସୁଦର୍ଶନ

ପୁରୀ:ବିଶିଷ୍ଟ ଅଭିନେତା ବିଜୟ ମହାନ୍ତିଙ୍କ ଦେହାନ୍ତରେ ଓଲିଉଡ ଜଗତରେ ଶୋକର ଛାୟା । 70 ବର୍ଷ ବୟସରେ ସମସ୍ତଙ୍କୁ ପର କରି ଅଫେରା ରାଇଜକୁ ଚାଲିଯାଇଛନ୍ତି ହାକିମ ବାବୁ । ସିନେପ୍ରେମୀଙ୍କ ଠୁ ଆରମ୍ଭ କରି ରାଜନେତା ପର୍ଯ୍ୟନ୍ତ ସମସ୍ତେ ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।

ଓଲିଉଡର ଜଗାଙ୍କୁ ବାଲୁକା କଳାରେ ଶ୍ରଦ୍ଧାଞ୍ଜଳି

ତାଙ୍କର ପ୍ରଶଂସକ ଓ ଶୁଭେଚ୍ଛୁ ମଧ୍ୟ ତାଙ୍କୁ ମନେ ପକାଇ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରୁଛନ୍ତି । ଏହି ଅବସରରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ମଧ୍ୟ ଏହି ମହାନ୍ କଳାକାରଙ୍କୁ ଶ୍ରଦ୍ଧାଞ୍ଜଳୀ ଦେବା ଉଦ୍ଦେଶ୍ୟରେ ବାଲୁକା କଳା ତିଆରି କରିଛନ୍ତି ।

ପୁରୀ ବେଳାଭୂମିରେ ଏକ ଆକର୍ଷଣୀୟ ବାଲୁକାକଳା ମାଧ୍ୟମରେ ସେ ବିଜୟ ମହାନ୍ତିଙ୍କ ସୁନ୍ଦର ପ୍ରତିକୃତି ତିଆରି କରିଛନ୍ତି ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

Last Updated : Jul 22, 2020, 7:10 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.