ETV Bharat / state

ଜଙ୍ଗଲରୁ ମହିଳାଙ୍କ ମୃତଦେହ ଉଦ୍ଧାର, ସ୍ବାମୀ ଅଟକ

author img

By

Published : Mar 10, 2020, 3:04 AM IST

ବ୍ରହ୍ମଗିରି ଥାନା ଅନ୍ତର୍ଗତ ଗୋପୀନାଥପୁର ଗ୍ରାମ ନିକଟ ଜଙ୍ଗଲରୁ ମହିଳାଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ । ସ୍ବାମୀ ଥାନାରେ ଅଟକ । ଅଧିକ ପଢନ୍ତୁ...

ଜଙ୍ଗଲରୁ ମହିଳାଙ୍କ ମୃତଦେହ ଉଦ୍ଧାର, ସ୍ବାମୀ ଅଟକ
ଜଙ୍ଗଲରୁ ମହିଳାଙ୍କ ମୃତଦେହ ଉଦ୍ଧାର, ସ୍ବାମୀ ଅଟକ

ବ୍ରହ୍ମଗିରି: ବ୍ରହ୍ମଗିରି ଥାନା ଅନ୍ତର୍ଗତ ଗୋପୀନାଥପୁର ଗ୍ରାମ ନିକଟ ଜଙ୍ଗଲରୁ ମହିଳାଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ । ସ୍ତ୍ରୀ କୁ ହତ୍ୟା ଅଭିଯୋଗରେ ବ୍ରହ୍ମଗିରି ପୋଲିସ ଥାନାରେ ସ୍ବାମୀ କୁ ଅଟକ ରଖିଛି ।

ମୃତ ମହିଳା ଓ ତାଙ୍କ ସ୍ବାମୀଙ୍କ ଘର କେନ୍ଦୁଝର ଜିଲ୍ଲାରେ ହୋଇଥିବା ବେଳେ ଉଭୟ ଗୋପୀନାଥପୁର ନିକଟ ବଗିଚାରେ ରହି କାମ କରୁଥିବା ଜଣାପଡିଛି ।

ବ୍ରହ୍ମଗିରିରୁ ଦେବାଶିଷ ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.