ETV Bharat / state

ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଗିରଫ ଦାବିରେ ବିଜେପି ପକ୍ଷରୁ ବିକ୍ଷୋଭ - ବିକ୍ଷୋଭ

ମମିତା ମେହେର ହତ୍ୟା ଘଟଣା । ରାୟଗଡାରେ ମନ୍ତ୍ରୀ ଦିବ୍ୟଶଙ୍କର ଗିରଫ ଦାବିରେ ବିଜେପି ପକ୍ଷରୁ ବିକ୍ଷୋଭ । ଅଧିକ ପଢନ୍ତୁ....

ମନ୍ତ୍ରୀ ଦିବ୍ୟଶଙ୍କର ଗିରଫ ଦାବିରେ ବିଜେପି ପକ୍ଷରୁ ବିକ୍ଷୋଭ

author img

By

Published : Nov 10, 2021, 8:32 PM IST

ରାୟଗଡା : ମମିତା ମେହେର ହତ୍ୟା ଘଟଣାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଗିରଫ ଦାବିରେ ବିଜେପି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ହୋଇଛି । ରାୟଗଡା ସହରର କପିଳାସ ଛକ ଠାରେ ବିଜେପି ପକ୍ଷରୁ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଶତାଧିକ ବିଜେପି କର୍ମୀ ଓ ନେତା ଏଥିରେ ସାମିଲ ହୋଇଥିଲେ ।

ମନ୍ତ୍ରୀ ଦିବ୍ୟଶଙ୍କର ଗିରଫ ଦାବିରେ ବିଜେପି ପକ୍ଷରୁ ବିକ୍ଷୋଭ

ମୁଖ୍ୟମନ୍ତ୍ରୀ ନିଜ ମନ୍ତ୍ରୀମଣ୍ଡଳର ସଦସ୍ୟଙ୍କୁ ବହିଷ୍କାର କରିବା ବଦଳରେ ସୁରକ୍ଷା ଦେଉଥିବା ଅଭିଯୋଗ କରାଯାଇଛି। ମହିଳା ମାନଙ୍କୁ ସୁରକ୍ଷା ଦେବାରେ ରାଜ୍ୟ ସରକାର ବିଫଳ ହୋଇଛନ୍ତି ବୋଲି ମହିଳା ମୋର୍ଚ୍ଚା ପକ୍ଷରୁ କୁହାଯାଇଛି। ଏହାର ପ୍ରତିବାଦରେ ଆହୁରି ତୀବ୍ର ଆନ୍ଦୋଳନ କରାଯିବ ବୋଲି ଦଳ ପକ୍ଷରୁ କୁହାଯାଇଛି।

ରାୟଗଡାରୁ ରଞ୍ଜନ ରଥ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.