ETV Bharat / state

‘କେନ୍ଦ୍ର ଟଙ୍କାକୁ ଓଡିଶା ନିଜର କହି ପ୍ରଚାର କରୁଛି’ - ରାଜ୍ କୁମାର ସିଂ

ବିଷମକଟକରେ ଅନୁଷ୍ଠିତ ବିଜେପି ସଙ୍କଳ୍ପ ସମାବେଶରେ କେନ୍ଦ୍ର ଶକ୍ତି ମନ୍ତ୍ରୀ ରାଜ୍ କୁମାର ସିଂ ଯୋଗ ଦେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିବା ସହ କେନ୍ଦ୍ର ସରକାରଙ୍କ ଯୋଜନାକୁ ରାଜ୍ୟ ସରକାର ନିଜ ନାଁରେ ପ୍ରଚାର କରୁଥିବା ଅଭିଯୋଗ କରିଛନ୍ତି।

ଫଟୋ ସୌଜନ୍ଯ: ସମ୍ବାଦଦାତା,ରାୟଗଡା
author img

By

Published : Apr 2, 2019, 8:46 PM IST

ରାୟଗଡା: ବିଷମ କଟକରେ ଅନୁଷ୍ଠିତ ବିଜେପି ସଙ୍କଳ୍ପ ସମାବେଶରେକେନ୍ଦ୍ର ଶକ୍ତି ମନ୍ତ୍ରୀ ରାଜ୍ କୁମାର ସିଂ ମଙ୍ଗଳବାର ଯୋଗ ଦେଇଛନ୍ତି। ଏହି ଅବସରରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିବା ସହକେନ୍ଦ୍ର ସରକାରଙ୍କ ଯୋଜନାକୁ ରାଜ୍ୟ ସରକାର ନିଜ ନାଁରେ ପ୍ରଚାର କରୁଥିବା ଅଭିଯୋଗ କରିଛନ୍ତି।

ଭିଡିଓ ସୌଜନ୍ଯ: ସମ୍ବାଦଦାତା,ରାୟଗଡା

ଖବର ମୁତାବକ, କେନ୍ଦ୍ରମନ୍ତ୍ରୀ ହେଲିକପ୍ଟର ଯୋଗେ ବିଷମକଟକରେ ପହଞ୍ଚିଥିଲେ । ଏହାପରେ ସ୍ଥାନୀୟ ଆରଧ୍ୟ ଦେବୀ ମା' ମାର୍କମାଙ୍କ ପୂଜାର୍ଚ୍ଚନା କରିବା ପରେ ଏକ ଶୋଭା ଯାତ୍ରାରେ ବାହାରି ସଭାସ୍ଥଳୀରେ ପହଞ୍ଚିଥିଲେ । ସେଠାରେ ବିଜେପି କର୍ମୀଙ୍କୁ ଉଦ୍‌ବୋଧନ ଦେବା ସହ ଦଳୀୟ ବିଧାୟକ ପ୍ରାର୍ଥୀଙ୍କୁ ବିପୁଳ ପରିମାଣରେ ଭୋଟ ଦେବାକୁ ସ୍ଥାନୀୟ ବାସିନ୍ଦାଙ୍କୁ ଅନୁରୋଧ କରିଥିଲେ । ଏଥିସହ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାକୁ ରାଜ୍ୟ ସରକାର ପ୍ରଣୟନ କରୁନିଥିବା ଓ କେନ୍ଦ୍ର ସରକାରଙ୍କ ଯୋଜନାକୁ ରାଜ୍ୟ ସରକାର ନିଜ ନାଁରେ ପ୍ରଚାର କରୁଥିବା ଅଭିଯୋଗ କରିଥିଲେ।

ତେବେ ଏହି ସଭାରେ କେନ୍ଦ୍ରମନ୍ତ୍ରୀଙ୍କ ସମେତ ବିଜେପି ନେତ୍ରୀ ଅନୁ ଚୌଧୁରୀ, ବିଜେପି ଜିଲ୍ଲା ସଭାପତି ତଥା ବିଧାୟକ ପ୍ରାର୍ଥୀ ଶିବଶଙ୍କର ଉଲ୍ଲାକା, ଜିଲ୍ଲା ସମ୍ପାଦକ ରାମ ଚନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ।

ରାୟଗଡାରୁ ରଞ୍ଜନ ରଥ, ଇଟିଭି ଭାରତ

Intro:Body:

ସୁନ୍ଦରଗଡ ବିଜେପି ଲୋକସଭା ପ୍ରାର୍ଥୀ ଜୁଏଲ ଓରାମଙ୍କୁ ପାଞ୍ଚଟି ପ୍ରଶ୍ନ

ରାଉରକେଲା: ସୁନ୍ଦରଗଡରେ ଚଳିତ ନିର୍ବାଚନରେ ହେବ ଜୋରଦାର ଲଢେଇ। ମଇଦାନରେ ଅଛନ୍ତି ୩ ଦଳର ୩ ପୁରୁଖା ନେତା। କେନ୍ଦ୍ରମନ୍ତ୍ରୀ ତଥା ବିଜେପି ପ୍ରାର୍ଥୀ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ,  ବିଜେଡିର ସୁନୀତା ବିଶ୍ୱାଳ ଓ କଂଗ୍ରେସର ଜର୍ଜ ତିର୍କୀଙ୍କ ମଧ୍ୟରେ ହେବ ଘମାଘୋଟ ଲଢେଇ। ତେବେ ନାମାଙ୍କନ ଦାଖଲ ପରେ ଏବେ ଚାଲିଛି ଜୋରଦାର ପ୍ରଚାର। 

କେଉଁ ମୁଦ୍ଦା ନେଇ ଭୋଟରଙ୍କ ନିକଟତର ହେବେ ପ୍ରାର୍ଥୀ ସେନେଇ ଚାଲିଛି ମାନସ ମନ୍ଥନ। କାରଣ ଯେଉଁ ପ୍ରାର୍ଥୀ ଜିତିବା ପରେ ଜନସାଧାରଣଙ୍କ ସହ ଛିଡା ହେବ ସେମିତି ମୁହଁ ବାଛିବେ ଜନତା। 

ତେବେ ଏନେଇ ଆମ ଅଭିଯାନ 'ପାଞ୍ଚଟି ପ୍ରଶ୍ନ ନେତାଙ୍କୁ' ନେଇ ଆଜି ଆମେ ଭେଟିଥିଲୁ କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ସୁନ୍ଦରଗଡ ଲୋକସଭା ପ୍ରାର୍ଥୀ ଜୁଏଲ ଓରାମଙ୍କୁ।

ବିଜୟୀ ହେଲେ ରାଜ୍ୟ ସରକାର କରିନଥିବା କାମକୁ ସମ୍ପୂର୍ଣ୍ଣ କରିବେ ବୋଲି କହିଛନ୍ତି ଜୁଏଲ। ଯେଉଁଠି ରାଜ୍ୟ ସରକାର କେନ୍ଦ୍ରର ଅନୁଦାନକୁ ଖର୍ଚ୍ଚ କରିନପାରି ସମାଲୋଚନା କରୁଛନ୍ତି ତାହାକୁ ସଠିକ ବାଟରେ ଖର୍ଚ୍ଚ କରିବା ସହ ଜନସାଧାରଣଙ୍କ ସେବାରେ ଲଗାଇବେ ବୋଲି ସେ କହିଛନ୍ତି। 

ରାଉରକେଲାରୁ ରାଜେନ୍ଦ୍ରନାଥ ମିଶ୍ର, ଇଟିଭି ଭାରତ

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.