ETV Bharat / state

ରାୟଗଡାରେ ନିର୍ମାଣ ଶ୍ରମିକ ସେବା ସପ୍ତାହ ଅନୁଷ୍ଠିତ

author img

By

Published : Mar 8, 2020, 2:47 AM IST

ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟରତ ନିର୍ମାଣ ଶ୍ରମିକ ମାନଙ୍କ ପାଇଁ ରହିଥିବା ସରକାରୀ ସୁବିଧା ସୁଯୋଗ ସଂପର୍କରେ ସଚେତନ କରାଇବା ଲକ୍ଷ୍ୟରେ ରାୟଗଡାରେ ଅନୁଷ୍ଠିତ ହୋଇଛି ନିର୍ମାଣ ଶ୍ରମିକ ସେବା ସପ୍ତାହ । ଅଧିକ ପଢନ୍ତୁ...

ରାୟଗଡାରେ ନିର୍ମାଣ ଶ୍ରମିକ ସେବା ସପ୍ତାହ ଅନୁଷ୍ଠିତ
ରାୟଗଡାରେ ନିର୍ମାଣ ଶ୍ରମିକ ସେବା ସପ୍ତାହ ଅନୁଷ୍ଠିତ

ରାୟଗଡା: ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟରତ ନିର୍ମାଣ ଶ୍ରମିକ ମାନଙ୍କ ପାଇଁ ରହିଥିବା ସରକାରୀ ସୁବିଧା ସୁଯୋଗ ସଂପର୍କରେ ସଚେତନ କରାଇବା ଲକ୍ଷ୍ୟରେ ରାୟଗଡାରେ ଅନୁଷ୍ଠିତ ହୋଇଛି ନିର୍ମାଣ ଶ୍ରମିକ ସେବା ସପ୍ତାହ । ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି ।

ଏହି ଅବସରରେ ରାଜ୍ୟସଭା ସାଂସଦ ଏନ.ଭାସ୍କର ରାଓ, ରାୟଗଡା ବିଧାୟକ ମକରନ୍ଦ ମୁଦୁଲିଙ୍କ ସମେତ ଜିଲ୍ଲାପାଳ ପ୍ରମୋଦ କୁମାର ବେହେରା ଯୋଗ ଦେଇଥିଲେ । କାର୍ଯ୍ୟକ୍ରମ ମାଧ୍ୟମରେ ଜିଲ୍ଲାର ପଞ୍ଜିକୃତ ନିର୍ମାଣ ଶ୍ରମିକଙ୍କ ପରିବାରକୁ ମୃତ୍ୟୁକାଳୀନ ସହାୟତା, ବିବାହ ସହାୟତା ପ୍ରଭୃତି ସହାୟତା ରାଶି ପ୍ରଦାନ କରାଯାଇଛି ।

ରାୟଗଡାରୁ ରଞ୍ଜନ ରଥ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.