ETV Bharat / state

ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସରଗି ଫୁଲ - ଜାତି ଜନଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା ମୁଖ୍ୟ ଅତିଥି

ସ୍ଥାନୀୟ ଏକଲବ୍ୟ ଆବାସିକ ବିଦ୍ୟାଳୟ ପରିଷରରେ ଅନୁଷ୍ଟିତ ଉତ୍ସବରେ ଅନୁସୂଚିତ ଜାତି ଜନଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା ମୁଖ୍ୟ ଅତିଥି ଭାବେ ଯୋଗେ ଦେଇ ଛାତ୍ରଛାତ୍ରୀଙ୍କ ଦ୍ବାରା ପ୍ରସ୍ତୁତ ବିଜ୍ଞାନ ମେଳାକୁ ଉଦଘାଟନ କରିଥିଲେ ।

ଶିଶୁ ମହୋତ୍ସବ ସରଗି ଫୁଲ
author img

By

Published : Nov 17, 2019, 11:14 PM IST

ରାୟଗଡା: ଉଦଘାଟିତ ହୋଇଛି ରାୟଗଡ଼ାରେ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସରଗିଫୁଲ । ସ୍ଥାନୀୟ ଏକଲବ୍ୟ ଆବାସିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଉତ୍ସବରେ ଅନୁସୂଚିତ ଜାତି ଜନଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା ମୁଖ୍ୟ ଅତିଥି ଭାବେ ଯୋଗେ ଦେଇ ଛାତ୍ରଛାତ୍ରୀଙ୍କ ଦ୍ବାରା ପ୍ରସ୍ତୁତ ବିଜ୍ଞାନ ମେଳାକୁ ଉଦଘାଟନ କରିଥିଲେ ।

ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ

ଅନ୍ୟ ସମ୍ମାନିତ ଅତିଥି ଭାବେ ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି , ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଉପଦେଷ୍ଟା ସୁଧୀର କୁମାର ଦାସ , ଜିଲ୍ଲାପାଳ ପ୍ରମୋଦ କୁମାର ବେହେରା ପ୍ରମୁଖ ମଧ୍ୟ ଯୋଗ ଦେଇଥିଲେ ।

ତେବେ ଏଭଳି କାର୍ଯ୍ୟକ୍ରମ ଦ୍ବାରା ଆଦିବାସୀ ଅଧ୍ୟୁଷିତ ଜିଲ୍ଲାରେ ଛାତ୍ରଛାତ୍ରୀମାଙ୍କ ମଧ୍ୟରେ ଥିବା ଅର୍ନ୍ତନିହିତ ପ୍ରତିଭାର ବିକାଶ ହୋଇପାରିବ ବୋଲି ଜାତି ଜନ ଜାତି ବିକାଶ ମନ୍ତ୍ରୀ ସାରକା କହିଛନ୍ତି।

ରାୟଗଡାରୁ ରଞ୍ଜନ ରଥ, ଇଟିଭି ଭାରତ

Intro:ଜିଲ୍ଲାସ୍ତରିୟ ଶିଶୁ ମହେତ୍ସବ ସରଗି ଫୁଲBody:ରାୟଗଡ଼ାରେ ଜିଲ୍ଲା ସ୍ତରିୟ ଶିଶୁ ମହୋତ୍ସବ ସରଗିଫୁଲ ଉଦଘାଟନ ହୋଇଯାଇଛି । ସ୍ଥାନିୟ ଏକ ଲବ୍ୟ ଆବାସିକ ବିଦ୍ୟାଳୟ ପରିଷରରେ ଅନୁଷ୍ଟିତ ଉତ୍ସବରେ ଅନୁସୁଚୀତ ଜାତି ଜନ ଜାତିି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା ମୁଖ୍ୟ ଅତିଥି ଭାବେ ଯୋଗେଇଥିବା ବେଳେ ସମ୍ମାନିତ ଅତିଥିଭାବେ ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି , ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଉପଦେଷ୍ଟା ସୁଧୀର କୁମାର ଦାସ , ଜିଲ୍ଲାପାଳ ପ୍ରମୋଦ କୁମାର ବେହେରା ପ୍ରମୁଖ ଯୋଗ ଦେଇ ଥିଲେ । ଏହି ଅବସରରେ ମନ୍ତ୍ରୀ ଛାତ୍ରଛାତ୍ରୀଙ୍କୁ ଦ୍ୱାରା ପ୍ରସ୍ତୁତ ବିଗ୍ୟାନ ମେଳାକୁ ଉଦଘାଟନ କରିଥିଲେ । ତେବେ ଏଭଳି କାର୍ଯ୍ୟକ୍ରମ ଦ୍ୱାରା ଆଦିବାସୀ ଅଧୁସିତ ଜିଲ୍ଲା ଛାତ୍ରଛାତ୍ରୀମାଙ୍କ ମଧ୍ୟରେ ଥିବା ଅର୍ନ୍ତନିହିତ ପ୍ରତିଭାର ବିକାଶ ହୋଇପାରିବ ବୋଲି କହିଛନ୍ତି ମନ୍ତ୍ରୀ ସାରକା ।Conclusion:ଜିଲ୍ଲାସ୍ତରିୟ ଶିଶୁ ମହେତ୍ସବ ସରଗି ଫୁଲ
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.