ETV Bharat / state

ନାଳରୁ ଅଜଣା ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ

ନାଳରୁ ମିଳିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ । ଭାସମାନ ଅବସ୍ଥାରେ ମୃତଦେହ ଉଦ୍ଧାର କରିଛି ସ୍ଥାନୀୟ ପୋଲିସ । ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ ମହିଝୁଲା ଗ୍ରାମରେ ଦେଖିବାକୁ ମିଳିଛି ଏହି ଦୃଶ୍ୟ ।

author img

By

Published : May 12, 2019, 10:39 AM IST

ଫଟୋ ସୌଜନ୍ୟ- ସମ୍ବାଦଦାତା, ରାୟଗଡା

ରାୟଗଡା: ନାଳରୁ ମିଳିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ । ଭାସମାନ ଅବସ୍ଥାରେ ମୃତଦେହ ଉଦ୍ଧାର କରିଛି ସ୍ଥାନୀୟ ପୋଲିସ । ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ ମହିଝୁଲା ଗ୍ରାମରେ ଦେଖିବାକୁ ମିଳିଛି ଏହି ଦୃଶ୍ୟ ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ରାୟଗଡା

ତେବେ ପ୍ରଥମେ ମୃତଦେହଟି ନାଳରେ ଭାସୁଥିବା ଦେଖିଥିଲେ ସ୍ଥାନୀୟ ଲୋକେ । ପରେ ପୋଲିସକୁ ଖବର ଦେବାରୁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିଲା । ମାତ୍ର ମୃତକର ପରିଚୟ ଏପର୍ଯ୍ୟନ୍ତ ମିଳିପାରିନି ।

ତେବେ ଏନେଇ ଏକ ଅପମୄତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ଅମ୍ବାଦଳା ଥାନା ପୋଲିସ ।

ରାୟଗଡାରୁ ରଞ୍ଜନ ରଥ, ଇଟିଭି ଭାରତ

Intro:Body:

PRABIR

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.