ETV Bharat / state

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସରେ ଦିବ୍ୟାଙ୍ଗଙ୍କୁ ଆର୍ଥିକ ସହାୟତା ପ୍ରଦାନ - ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ନ୍ୟୁଜ

ରାୟଗଡରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ପ୍ରମୋଦ ବେହେରା ଯୋଗ ଦେଇ ଦିବ୍ୟାଙ୍ଗ  ଭାଇଭଉଣୀଙ୍କୁ  ମିଳୁଥିବା ସୁବିଧା ସୁଯୋଗ ବିଷୟରେ ଅବଗତ କରିବା ସହ 118ଜଣ ଦିବ୍ୟାଙ୍ଗଙ୍କୁ 10ହଜାର ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ ।

world
world
author img

By

Published : Dec 4, 2019, 4:02 AM IST

Updated : Dec 4, 2019, 7:56 AM IST

ରାୟଗଡା: ଡିସେମ୍ବର 3 ତାରିଖରେ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ରୂପେ ପାଳନ କରିଥାଏ । ତେବେ ଏହି ଅବସରରେ ରାୟଗଡା ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ଵାରା ସ୍ଥାନୀୟ ଅଶୋକ କଲ୍ୟାଣ ମଣ୍ଡପ ଠାରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ 2019 ପାଳିତ ହୋଇଯାଇଛି ।

ଦିବ୍ୟାଙ୍ଗଙ୍କୁ ଆର୍ଥିକ ସହାୟତା ପ୍ରଦାନ

ଏହି ଅବସରରେ ଦିବ୍ୟାଙ୍ଗ ଭାଇ ଭଉଣୀଙ୍କୁ ନେଇ ଏକ ସଚେତନତା ଶୋଭାଯାତ୍ରା କଲ୍ୟାଣ ମଣ୍ଡପରୁ ବାହାରି ସହର ପରିକ୍ରମା କରାଯାଇଥିଲା । ଏହାପରେ ମଣ୍ଡପରେ ପହଞ୍ଚି ଏକ ସାଧାରଣସଭାର ଆୟୋଜନ କରାଯାଇଛି । ଏହି ଦିବସ ଉପଲକ୍ଷେ ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଜିଲ୍ଲାପାଳ ପ୍ରମୋଦ ବେହେରା ଯୋଗ ଦେଇଥିଲେ । ସେହି ଦିବ୍ୟାଙ୍ଗ ଭାଇଭଉଣୀଙ୍କୁ ମିଳୁଥିବା ସୁବିଧା ସୁଯୋଗ ବିଷୟରେ ଅବଗତ କରିବା ସହ 118ଜଣ ଦିବ୍ୟାଙ୍ଗଙ୍କୁ 10ହଜାର ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ ଓ 91 ଜଣକୁ ଭିନ୍ନକ୍ଷମ ଭତ୍ତା ପ୍ରଦାନ କରିଛନ୍ତି

ରାୟଗଡାରୁ ରଞ୍ଜନ ରଥ, ଇଟିଭି ଭାରତ

Intro:ଜିଲ୍ଲା ସ୍ଥାରୀୟ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ Body:- ରାୟଗଡା ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ଵାରା ସ୍ଥାନୀୟ ଅଶୋକ କଲ୍ୟାଣ ମଣ୍ଡପ ଠାରେ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ 2019 ପାଳିତ ହୋଇଯାଇଛି । ଏହି ଅବସରରେ ଭିନ୍ନକ୍ଷମ ଭାଇ ଭଉଣୀଙ୍କୁ ନେଇ ଏକ ସଚେତନତା ଶୋଭାଯାତ୍ରା କଲ୍ୟାଣ ମଣ୍ଡପରୁ ବାହାରି ସହର ପରିକ୍ରମା କରି ମଣ୍ଡପରେ ପହଞ୍ଚି ଏକ ସାଧାରଣ ସଭାର ଆୟୋଜନ କରାଯାଇଛି । ଏହି ଦିବସ ଉପଲକ୍ଷେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜିଲ୍ଲାପାଳ ପ୍ରମୋଦ କୁମାର ବେହେରା ଦିବ୍ୟଙ୍ଗ ଭାଇଭଉଣୀଙ୍କୁ ସେମାନଙ୍କୁ ମିଳୁଥିବା ସୁବିଧା ସୁଯୋଗ ବିସୟରେ ବୁଝାଇବା ସହ 118ଜଣ ଦିବ୍ୟାଙ୍ଗଙ୍କୁ 10ହଜାର ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରିବା ସହ 91 ଜଣକୁ ଭିନ୍ନକ୍ଷମ ଭତ୍ତା ପ୍ରଦାନ କରିଛନ୍ତି । ଏତଦ୍ ବ୍ୟତୀତ DSSO ଆଦିପତି କଂହର, ନୃସିଂହ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।Conclusion:ଜିଲ୍ଲା ସ୍ଥାରୀୟ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ
Last Updated : Dec 4, 2019, 7:56 AM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.