ETV Bharat / state

Accident In Sambalpur: 3 ବାଇକ ଆରୋହୀ ମୃତ, ପରିଚୟ ଅସ୍ପଷ୍ଟ

ସମ୍ବଲପୁର ବଡ଼ରମା ଘାଟି ଅଞ୍ଚଳରେ ମର୍ମନ୍ତୁଦ ସଡକ ଦୁର୍ଘଟଣା(Accident In Sambalpur) । ଘଟଣାସ୍ଥଳରେ 3 ମୃତ, ମିଳିପାରିନି ପରିଚୟ । ଅଧିକ ପଢନ୍ତୁ

author img

By

Published : Jan 2, 2022, 9:26 PM IST

Accident In Sambalpur: 3 ବାଇକ ଆରୋହୀ ମୃତ, ପରିଚୟ ଅସ୍ପଷ୍ଟ
Accident In Sambalpur: 3 ବାଇକ ଆରୋହୀ ମୃତ, ପରିଚୟ ଅସ୍ପଷ୍ଟ

ସମ୍ବଲପୁର: ଜିଲ୍ଲାର ଜମନକିରା ଥାନା ଅନ୍ତର୍ଗତ ବଡ଼ରମା ଘାଟି ଅଞ୍ଚଳରେ ମର୍ମନ୍ତୁଦ ସଡକ ଦୁର୍ଘଟଣା(Accident In Sambalpur) । ଦୁର୍ଘଟଣାରେ 3 ମୃତ । ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ଜମନକିରା ଥାନା ଅନ୍ତର୍ଗତ ବଡ଼ରମା ଘାଟି ଅଞ୍ଚଳରେ ଘଟିଛି ଏହି ଦୁର୍ଘଟଣା ।

ସୂଚନା ଅନୁଯାୟୀ, ଏକ ଟ୍ରଲରକୁ ବାଇକ ପଛପଟୁ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ 3 ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି । ମୃତ ବାଇକ ଆରୋହୀଙ୍କ ପରିଚୟ ଅସ୍ପଷ୍ଟ ରହିଥିବାବେଳେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଉତ୍ତେଜିତ ଲୋକଙ୍କୁ ବୁଝାସୁଝା କରିଛି ।

ସମ୍ବଲପୁରରୁ ବାଦଶାହ ଜୁସ୍ମନ ରଣା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.