ETV Bharat / state

କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଚାଷୀଙ୍କ ପ୍ରତିବାଦ - କୃଷି ଆଇନ ବିରୋଧରେ ଚାଷୀଙ୍କ ପ୍ରତିବାଦ

କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଚାଷୀଙ୍କ ପ୍ରତିବାଦ । ସମ୍ବଲପୁର ଜିଲ୍ଳାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ କୃଷକ ସଙ୍ଗଠନର ସଦସ୍ୟ କଲେ ବିକ୍ଷୋଭ । ଅଧିକ ପଢନ୍ତୁ..

farmer protest in sambalpur
କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଚାଷୀଙ୍କ ପ୍ରତିବାଦ
author img

By

Published : Dec 14, 2020, 6:11 PM IST

ସମ୍ବଲପୁର : କେନ୍ଦ୍ର ସରକାର କୃଷି ଆଇନ ବିରୋଧରେ ଚାଲିଥିବା ଚାଷୀ ଆନ୍ଦୋଳନକୁ ସମର୍ଥନ କରିଛନ୍ତି ସମ୍ବଲପୁର ଜିଲ୍ଲା କୃଷକ ସଙ୍ଗଠନ। ଏନେଇ ସମ୍ବଲପୁର ଜିଲ୍ଳାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ କୃଷକ ସଙ୍ଗଠନର ସଦସ୍ୟ ମାନେ ଦିଲ୍ଲୀର ଆନ୍ଦୋଳନରତ କୃଷକଙ୍କ ଆନ୍ଦୋଳନକୁ ସମର୍ଥନ କରିଛନ୍ତି । ଏହାସହ କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ପ୍ରତିବାଦ କରିଛନ୍ତି ।

କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଚାଷୀଙ୍କ ପ୍ରତିବାଦ

କେନ୍ଦ୍ର ସରକାରଙ୍କ 3ଟି ନୂଆ କୃଷି ଆଇନକୁ କେନ୍ଦ୍ର ସରକାର ପ୍ରତ୍ୟାହାର କରନ୍ତୁ । ମିନିମମ ସପୋଟ ପ୍ରାଇସକୁ ଆଇନଗତ ମାନ୍ୟତା ଦିଅନ୍ତୁ ବୋଲି ସମ୍ବଲପୁର କୃଷକ ସଙ୍ଗଠନ ପକ୍ଷରୁ ଦାବି କରାଯାଇଛି । ଏହାସହ ଦିଲ୍ଲୀରେ ଚାଲିଥିବା କୃଷକ ଆନ୍ଦୋଳନକୁ ସରକାର ରାଜନୈତିକ ପ୍ରଣୋତିତ ବୋଲି କହିବା ଅତ୍ୟନ୍ତ ନିନ୍ଦନୀୟ ବୋଲି ସମ୍ବଲପୁର କୃଷକ ସଂଗଠନ ପକ୍ଷରୁ କୁହାଯାଇଛି ।

ସମ୍ବଲପୁରରୁ ବାଦଶାହା ଜୁସ୍ମନ ରଣା, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.