ETV Bharat / state

ସମ୍ବଲପୁର ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ହେଲେ ମାଧବ ମିର୍ଧା

author img

By

Published : Mar 25, 2022, 6:26 PM IST

ସମ୍ବଲପୁର ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ହେଲେ ବିଜେଡି ମାଧବ ମିର୍ଧା । ଆଜି ସମ୍ବଲପୁର ଜିଲ୍ଲା DRDA ହଲ୍‌ରେ ଅନୁଷ୍ଠିତ ଉପାଧ୍ୟକ୍ଷ ନିର୍ବାଚନରେ ମାଧବ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି । ଅଧିକ ପଢ଼ନ୍ତୁ

ସମ୍ବଲପୁର ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ହେଲେ ମାଧବ ମିର୍ଧା
ସମ୍ବଲପୁର ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ହେଲେ ମାଧବ ମିର୍ଧା

ସମ୍ବଲପୁର: ଜିଲ୍ଲାରେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହୋଇଛି । ଏହି ନିର୍ବାଚନରେ ଯୁଜୁମୁରା ଜୋନ୍‌ 2ର ବିଜେଡି ଜିଲ୍ଲା ପରିଷଦ ସଦସ୍ୟ ମାଧବ ମିର୍ଧା ଅପ୍ରତିଦ୍ବନ୍ଦୀ ପ୍ରାର୍ଥୀ ଭାବେ ନିର୍ବାଚିତ ହୋଇଛନ୍ତି । ଆଜିର ନିର୍ବାଚନ ପାଇଁ ଏକମାତ୍ର ପ୍ରାର୍ଥୀ ଭାବେ ନାମାନଙ୍କ ପତ୍ର ଦାଖଲ କରିଥିଲେ ମାଧବ ମିର୍ଧା ।

ସମ୍ବଲପୁର ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ନିର୍ବାଚନ ବେଳେ 9ଟି ବ୍ଲକର 18 ଜଣ ଜିଲ୍ଲା ପରିଷଦ ସଦସ୍ୟ ଉପସ୍ଥିତ ରହିଥିଲେ । ପୂର୍ବରୁ ଏଠାରେ ବିଜେଡିର କୁମୁଦିନୀ ନାଏକ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇସାରିଛନ୍ତି । ଗତ ପଞ୍ଚାୟତ ନିର୍ବାଚନରେ 18ଟି ଜିଲ୍ଲା ପରିଷଦ ଆସନ ମଧ୍ୟରୁ ବିଜେଡି 16 ଟି ଆସନରେ ବିଜୟୀ ହୋଇଥିବା ବେଳେ ବିଜେପି ଦୁଇଟି ଆସନରେ ବିଜୟୀ ହୋଇଥିଲା ।

ସମ୍ବଲପୁରରୁ ବାଦଶାହ ଜୁସ୍ମନ ରଣା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.