ETV Bharat / state

ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଦାଖଲ

ତୃତୀୟ ପର୍ଯ୍ୟାୟର ଶେଷ ଦିନରେ ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀମାନେ ଦାଖଲ କରିଛନ୍ତି ନାମାଙ୍କନ ପତ୍ର । ବିଜେଡିର ଲୋକସଭା ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ତାଙ୍କର ହଜାର ହଜାର ସମର୍ଥକଙ୍କ ସହ ଆସି ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର ଦାଖଲ କରିଥିଲେ ।

author img

By

Published : Apr 5, 2019, 5:29 AM IST

ଫଟୋ ସୌଜନ୍ୟ- ସମ୍ବାଦଦାତା, ସମ୍ବଲପୁର

ସମ୍ବଲପୁର: ତୃତୀୟ ପର୍ଯ୍ୟାୟର ଶେଷ ଦିନରେ ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀମାନେ ଦାଖଲ କରିଛନ୍ତି ନାମାଙ୍କନ ପତ୍ର । ବିଜେଡିର ଲୋକସଭା ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ତାଙ୍କର ହଜାର ହଜାର ସମର୍ଥକଙ୍କ ସହ ଆସି ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର ଦାଖଲ କରିଥିଲେ ।

ଭିଡିଓ ସୌଜନ୍ୟ- ସମ୍ବାଦଦାତା, ସମ୍ବଲପୁର

କଂଗ୍ରେସର ଲୋକସଭା ପ୍ରାର୍ଥୀ ଶରତ ପଟ୍ଟନାୟକ ଗୁରୁବାର ତାଙ୍କ ସମର୍ଥକଙ୍କ ସହ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ତାଙ୍କ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଅନ୍ୟପଟେ ଭୀମସାରର ପୂର୍ବତନ ନିର୍ଦ୍ଦେଶକ ପ୍ରଫେସର ଅଶ୍ବିନୀ ପୂଜାହାରୀ କଂଗ୍ରେସ ପକ୍ଷରୁ ସମ୍ବଲପୁର ବିଧାନସଭା ପ୍ରାର୍ଥୀ ଭାବେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ନିଜ ନାମାଙ୍କନ ପତ୍ର ଦାଖଲ କରିଥିଲେ । ଆଜିଠାରୁ ବିଭିନ୍ନ ଦଳର ପ୍ରାର୍ଥୀ 22 ତାରିଖ ପର୍ଯ୍ୟନ୍ତ ମାରାଥନ ପ୍ରଚାର କରିବେ ।

ସମ୍ବଲପୁରରୁ ବାଦଶାହା ଜୁସ୍ମନ ରଣା, ଇଟିଭି ଭାରତ

Intro:Body:Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.