ସମ୍ବଲପୁର: ଚଳିତ ପଞ୍ଚାୟତ ନିର୍ବାଚନ ଜାରି ରହିଥିବା ବେଳେ କର୍ତ୍ତବ୍ୟରତ ସାମ୍ବାଦିକଙ୍କ ଉପରେ ବାରମ୍ବାର ଆକ୍ରମଣ ହେଉଥିବାରୁ ଏହାର ପ୍ରତିବାଦ କରିଛି ଓଡିଶା ସାମ୍ବାଦିକ ସଂଘ । ଆଜି(ସୋମବାର) OJUର ସମ୍ବଲପୁର ଶାଖା ପକ୍ଷରୁ ସମ୍ବଲପୁର ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସାମ୍ବାଦିକଙ୍କ ଏହିଭଳି ସମସ୍ୟା ନେଇ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।
ତୁରନ୍ତ ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ ପାଇଁ OJUର ଦାବି - ସମ୍ବଲପୁରରେ ସାମ୍ବାଦିକ ଆକ୍ରମଣକୁ ଓଡିଶା ସାମ୍ବାଦିକ ସଂଘର ବିରୋଧ
ଚଳିତ ପଞ୍ଚାୟତ ନିର୍ବାଚନ ଜାରି ରହିଥିବା ବେଳେ କର୍ତ୍ତବ୍ୟରତ ସାମ୍ବାଦିକଙ୍କ ଉପରେ ବାରମ୍ବାର ଆକ୍ରମଣ ହେଉଥିବାରୁ ଏହାର ପ୍ରତିବାଦ କରିଛି ଓଡିଶା ସାମ୍ବାଦିକ ସଂଘ (OJU) । ଅଧିକ ପଢନ୍ତୁ
ତୁରନ୍ତ ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ OJUର ଦାବି