ETV Bharat / state

କୋଭିଡ଼-19 ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସମଲେଶ୍ବରୀ ଟ୍ରଷ୍ଟ ବୋର୍ଡର ସହାୟତା

ସରକାର, ସ୍ବାସ୍ଥ୍ୟକର୍ମୀ, ଡାକ୍ତର, ସ୍ବେଛାସେବୀ, ସାଧାରଣ ଲୋକ ସମସ୍ତେ କୋରୋନା ମହାମାରୀ ବିରୁଦ୍ଧରେ ଏକଜୁଟ ହୋଇ ଲଢ଼ୁଛନ୍ତି । ସମ୍ବଲପୁରର ସମଲେଶ୍ବରୀ ମନ୍ଦିର ଟ୍ରଷ୍ଟ ବୋର୍ଡ ତରଫରୁ କୋଭିଡ ଲଢେଇ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ 2 ଲକ୍ଷ ଟଙ୍କାର ଏକ ଚେକ ପ୍ରଦାନ କରିଛନ୍ତି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

କୋଭିଡ଼-19 ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସମଲେଶ୍ବରୀ ଟ୍ରଷ୍ଟ ବୋର୍ଡର ସହାୟତା
କୋଭିଡ଼-19 ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସମଲେଶ୍ବରୀ ଟ୍ରଷ୍ଟ ବୋର୍ଡର ସହାୟତା
author img

By

Published : Jun 17, 2020, 8:28 PM IST

ସମ୍ବଲପୁର: ଏବେ ସାରା ରାଜ୍ୟରେ କୋରୋନା ବିରୁଦ୍ଧରେ ଲଢେଇ ଜାରି ରହିଛି । ସରକାର, ସ୍ବାସ୍ଥ୍ୟକର୍ମୀ, ଡାକ୍ତର, ସ୍ବେଛାସେବୀ, ସାଧାରଣ ଲୋକ ସମସ୍ତେ ଏହି ମହାମାରୀ ବିରୁଦ୍ଧରେ ଏକଜୁଟ ହୋଇ ଲଢ଼ୁଛନ୍ତି । ଏଥିପାଇଁ ବିଭିନ୍ନ ସଂଗଠନ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଆର୍ଥିକ ସହାୟତା ମଧ୍ୟ ଦିଆଯାଉଛି ।

କୋଭିଡ଼-19 ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସମଲେଶ୍ବରୀ ଟ୍ରଷ୍ଟ ବୋର୍ଡର ସହାୟତା

ଏହି କ୍ରମରେ ସମ୍ବଲପୁରର ସମଲେଶ୍ବରୀ ମନ୍ଦିର ଟ୍ରଷ୍ଟ ବୋର୍ଡ ତରଫରୁ କୋଭିଡ ଲଢେଇ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ 2 ଲକ୍ଷ ଟଙ୍କାର ଏକ ଚେକ ପ୍ରଦାନ କରିଛନ୍ତି । ସମଲେଶ୍ବରୀ ମନ୍ଦିର ଟ୍ରଷ୍ଟ ବୋର୍ଡର ସଭାପତି ସଞ୍ଜୟ ବାବୁଙ୍କ ନେତୃତ୍ବରେ ଏକ ପ୍ରତିନିଧି ଦଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅତିରିକ୍ତ ଜିଲ୍ଲାପାଳଙ୍କ ଜରିଆରେ ଏହି ଚେକ ଦେଇଛନ୍ତି ।

ଆଗକୁ ଆବଶ୍ୟକ ପଡ଼ିଲେ ସହାୟତା ଜାରି ରହିବ ବୋଲି ଟ୍ରଷ୍ଟ ବୋର୍ଡ ସଭାପତି ସଞ୍ଜୟ ବାବୁ କହିଛନ୍ତି ।

ସମ୍ବଲପୁରରୁ ବାଦଶାହ ଜୁସ୍ମନ ରଣା, ଇଟିଭି ଭାରତ

For All Latest Updates

TAGGED:

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.