ETV Bharat / state

ମା' ସମଲେଶ୍ୱରୀଙ୍କ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ - ମା' ସମଲେଶ୍ୱରୀଙ୍କ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ

ସମ୍ବଲପୁର ଗସ୍ତରେ ଆସି ମା' ସମଲେଶ୍ବରୀଙ୍କ ଦର୍ଶନ କରିଛନ୍ତି କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ କଲ୍ୟାଣ ମନ୍ତ୍ରୀ ତଥା ମୟୂରଭଞ୍ଜ ସାଂସଦ ବିଶ୍ବେଶ୍ବର ଟୁଡୁ । ଅଧିକ ପଢନ୍ତୁ...

ମା' ସମଲେଶ୍ୱରୀଙ୍କ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ

author img

By

Published : Oct 7, 2021, 2:16 PM IST

Updated : Oct 8, 2021, 6:31 AM IST

ସମ୍ବଲପୁର: ଜିଲ୍ଲା ଗସ୍ତରେ ଥିବା କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ କଲ୍ୟାଣ ମନ୍ତ୍ରୀ ବିଶେଶ୍ୱର ଟୁଡୁ ମା ସମଲେଶ୍ବରୀଙ୍କ ଦର୍ଶନ କରିଛନ୍ତି । ଆଜି(ଗୁରୁବାର) ସକାଳ 10 ଟା ରେ ସ୍ଥାନୀୟ ସାଂସଦ ନିତେଶ ଗଙ୍ଗଦେବ ଓ ବିଜେପି କାର୍ଯ୍ୟକର୍ତ୍ତାଙ୍କ ସମେତ ଆସି ମା' ସମଲେଶ୍ୱରୀଙ୍କ ଦର୍ଶନ କରିଛନ୍ତି ।

ମା' ସମଲେଶ୍ୱରୀଙ୍କ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ

ଏହି ଅବସରରେ ଆଗକୁ ଗାଁ ଗାଁରେ କେନ୍ଦ୍ର ସରକାରଙ୍କ ସମସ୍ତ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମ ବିଷୟରେ ଲୋକଙ୍କୁ ଅବଗତ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି । ଏହାସହ ଆଜି ସକାଳୁ ସେ ହୀରାକୁଦ ଯାଇ ପାନୀୟ ଜଳ ଯୋଗାଣ ବିଭାଗର ଅଧିକାରୀଙ୍କ ସହ ମଧ୍ୟ ଆଲୋଚନା କରିଛନ୍ତି । ଅପରାହ୍ନରେ କୁଚିଣ୍ଡା ଉପଖଣ୍ଡରେ ITDA ସମ୍ପର୍କିତ ଏକ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

ସମ୍ବଲପୁରରୁ ବାଦଶାହ ଜୁସ୍ମନ ରଣା, ଇଟିଭି ଭାରତ

Last Updated : Oct 8, 2021, 6:31 AM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.