ETV Bharat / state

କଟା ମୁଣ୍ଡ ଧରି ଥାନାରେ ଆତ୍ମସମର୍ପଣ କଲା ଅଭିଯୁକ୍ତ

ସମ୍ବଲପୁର କଟା ମୁଣ୍ଡ ହତ୍ୟା ଘଟଣା । ଆତ୍ମସମର୍ପଣ କଲା ଅଭିଯୁକ୍ତ । ପୂର୍ବ ଶତ୍ରୁତାକୁ ନେଇ ହତ୍ୟା କରିଥିବା ସୂଚନା ।

author img

By

Published : Jun 11, 2019, 1:55 PM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, ସମ୍ବଲପୁର

ସମ୍ବଲପୁର: ଅଇଁଠାପାଲି ଥାନା ଅନ୍ତର୍ଗତ ତିଳେଇ ମାଲ ହତ୍ୟାକାଣ୍ଡ ଘଟଣା। କଟା ମୁଣ୍ଡକୁ ସାଙ୍ଗରେ ନେଇ ଥାନାରେ ଆତ୍ମସମର୍ପଣ କଲା ଅଭିଯୁକ୍ତ ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ସମ୍ବଲପୁର

ପୂର୍ବ ଶତ୍ରୁତାକୁ ନେଇ ଏଭଳି କାଣ୍ଡ ଭିଆଇଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡିଛି ବୋଲି ଏସପି ସୂଚନା ଦେଇଛନ୍ତି । ତେବେ ଅଭିଯୁକ୍ତ ଉଜ୍ଜଳ ମୁଣ୍ଡା ମୃତକଙ୍କ ସମ୍ପର୍କୀୟଙ୍କ ଭାଇ ବୋଲି ଜଣାପଡିଛି ।

ସମ୍ବଲପୁରରୁ ବାଦଶାହ ଜୁଷ୍ମନ ରଣା, ଇଟିଭି ଭାରତ

Intro:Body:

htrj

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.