ETV Bharat / state

ବୁର୍ଲା ବ୍ରିଜରୁ ଜଳଭଣ୍ଡାରକୁ ଡେଇଁଲେ ମହିଳା, ମିଳିନି ପରିଚୟ

ବୁର୍ଲା ପିସି ବ୍ରିଜରୁ ଜଳଭଣ୍ଡାରକୁ ଡେଇଁ ଅଜଣା ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ । ଉଦ୍ଧାର କଲା ଅଗ୍ନିଶମ ବିଭାଗ । ଅଧିକ ପଢନ୍ତୁ...

ମହାନଦୀ ବ୍ରିଜ ଉପରୁ ଜଳଭଣ୍ଡାରକୁ ଡେଇଁ  ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

author img

By

Published : Oct 18, 2021, 1:17 PM IST

ସମ୍ବଲପୁର: ଜଳଭଣ୍ଡାରକୁ ଡେଇଁ ଅଜଣା ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ । ବୁର୍ଲା ପିସି ବ୍ରିଜରୁ ଜଳଭଣ୍ଡାରକୁ ଡେଇଁ ଆଜି ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା ମିଳିଛି । ଏନେଇ ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ମହିଳା ଜଣଙ୍କୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର କରି ବୁର୍ଲା ମେଡିକାଲରେ ଭର୍ତ୍ତି କରିଛି ।

ମହାନଦୀ ବ୍ରିଜ ଉପରୁ ଜଳଭଣ୍ଡାରକୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ବର୍ତ୍ତମାନ ସୁଦ୍ଧା ମହିଳା ଜଣଙ୍କର ପରିଚୟ ମିଳିନଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ପାରିବାରିକ କଳହକୁ କେନ୍ଦ୍ର କରି ମହିଳଜଣଙ୍କ ଆତ୍ମହତ୍ୟା ଉଦ୍ୟମ କରିଥିବା ସନ୍ଦେହ କରାଯାଉଛି ।

ସମ୍ବଲପୁରରୁ ବାଦସାହା ଜୁସ୍ମନରଣା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.