ETV Bharat / state

ଯୁବ ରାଷ୍ଟ୍ରୀୟ ମଜଦୂର କଂଗ୍ରେସ ସମ୍ବଲପୁର ଶାଖାର ବିକ୍ଷୋଭ - ଯୁବ ରାଷ୍ଟ୍ରୀୟ ମଜଦୂର କଂଗ୍ରେସ ସମ୍ବଲପୁର ଶାଖା

ମଙ୍ଗଳବାର ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଯୁବ ରାଷ୍ଟ୍ରୀୟ ମଜଦୂର କଂଗ୍ରେସ ସମ୍ବଲପୁର ଶାଖା ପକ୍ଷରୁ ଆନ୍ଦୋଳନ କରାଯାଇଛି । ଅଧିକ ପଢନ୍ତୁ...

ଯୁବ ରାଷ୍ଟ୍ରୀୟ ମଜଦୂର କଂଗ୍ରେସ ସମ୍ବଲପୁର ଶାଖାର ବିକ୍ଷୋଭ

author img

By

Published : Nov 3, 2020, 6:57 PM IST

ସମ୍ବଲପୁର: ଯୁବ ରାଷ୍ଟ୍ରୀୟ ମଜଦୂର କଂଗ୍ରେସ ସମ୍ବଲପୁର ଶାଖାର ଆନ୍ଦୋଳନ । ମଙ୍ଗଳବାର ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଯୁବ ରାଷ୍ଟ୍ରୀୟ ମଜଦୂର କଂଗ୍ରେସ ସମ୍ବଲପୁର ଶାଖା ପକ୍ଷରୁ ଆନ୍ଦୋଳନ କରାଯାଇଛି ।

ବିଭିନ୍ନ ପ୍ରସଙ୍ଗ ନେଇ ମଙ୍ଗଳବାର ଠାରୁ ଆସନ୍ତା 3 ଦିନ ପର୍ଯ୍ୟନ୍ତ ଏହି ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଯୁବ ରାଷ୍ଟ୍ରୀୟ ମଜଦୂର କଂଗ୍ରେସ ପକ୍ଷରୁ କୁହାଯାଇଛି। ମୁଖ୍ୟତଃ ବିଦ୍ୟୁତ ଵିଲରେ ବୃଦ୍ଧି, ରାଷ୍ଟ୍ରାୟତ ଉଦ୍ୟୋଗ ଗୁଡିକୁ ଘରୋଇକରଣ କରାଯିବା, କୃଷକ ଓ ଶ୍ରମିକ ବିରୋଧୀ ନୀତିକୁ ବିରୋଧ କରି ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଉଥିବା କୁହାଯାଇଛି।

ଯୁବ ରାଷ୍ଟ୍ରୀୟ ମଜଦୂର କଂଗ୍ରେସ ସମ୍ବଲପୁର ଶାଖାର ବିକ୍ଷୋଭ

ମଙ୍ଗଳବାର ଠାରୁ ରାଜ୍ୟର ପ୍ରତ୍ୟେକ ଜିଲ୍ଲାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ 3 ଦିନ ଯାଏ ଏହି ବିକ୍ଷୋଭ ପ୍ରଦର୍ଶନ କରାଯିବାର କାର୍ଯ୍ୟକ୍ରମ ଧାର୍ଯ୍ୟ ହୋଇଛି । ଆଗାମୀ ଦିନରେ ଏହି ଆନ୍ଦୋଳନକୁ ଆହୁରି ବଡ଼ ଆକାରରେ କରାଯିବ ବୋଲି କୁହାଯାଇଛି।

ସମ୍ବଲପୁରରୁ ବାଦଶାହା ଜୁସ୍ମନ ରାଣା, ଇଟିଭି ଭାରତ

For All Latest Updates

TAGGED:

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.